Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଭାରତର ଐତିହାସିକ ବିଜୟ, ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ମାଲକାନଗିରି : ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ
  • ||
  • ସମ୍ବଲପୁର : ଫୋକସ୍‌ରେ ପଶ୍ଚିମ ଓଡିଶା, ମା’ ସମଲେଶ୍ବରୀଙ୍କ ମନ୍ଦିର ବୁଲି ସମୀକ୍ଷା କଲେ 5-T ସଚିବ
  • ||
  • ଭାଙ୍ଗିଲା ୩୩ ବର୍ଷର ରେକର୍ଡ୍‌ : ବ୍ରିସବେନ ଟେଷ୍ଟରେ ଅଷ୍ଟ୍ରେଲିଆକୁ ୩ ଓ୍ବିକେଟ୍‌ରେ ହରାଇ ସିରିଜ କବଜା କଲା ଟିମ୍ ଇଣ୍ଡିଆ
  • ||
  • ହାଇଦ୍ରାବାଦ : ପାଠ ପଢୁନଥିଲା ବୋଲି ୧୦ ବର୍ଷର ପୁଅକୁ ଜିଅନ୍ତା ଜାଳିଦେଲା ବାପା, ପୋଡିଯାଇଛି ଶରୀରର ୬୫ ଭାଗ
  • ||
  • ବଡବିଲ : ନର୍ଭେରାମ ଖଣି କାର୍ଯ୍ୟାଳୟରେ ଆୟକର ଚଢାଉ, ବିଭିନ୍ନ କାଗଜପତ୍ରର ଯାଞ୍ଚ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୨ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୨୨ କୋଭିଡ୍ ସଂକ୍ରମିତ, ୩୩୩୫୬୬ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ରାସ୍ତାରେ ଠିଆ ହୋଇଥିବା ଟ୍ରକ୍‌କୁ ପଛରୁ ଧକ୍କା ଦେଲା ବସ୍, ୫ ଯାତ୍ରୀ ଗୁରୁତର
  • ||
  • ଯାଜପୁର : ରାସ୍ତା ପାର ହେଉଥିବା ବେଳେ ମାଡିଗଲା ଟ୍ରାକ୍ଟର, ଚାଲିଗଲା ବୃଦ୍ଧାଙ୍କ ଜୀବନ
  • ||

ଦୋଷୀଙ୍କୁ ଘଣ୍ଟ ଘୋଡ଼ାଉଛି ପୋଲିସ୍‌, ଥାନା ସମ୍ମୁଖରେ ଧାରଣାରେ ବସିଲେ ଗ୍ରାମବାସୀ

7/01/2020 at 10:23 PM

ପୁରୀ୭/୧: ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ ଅନ୍ତର୍ଗତ ମାଛପଡା ଗ୍ରାମବାସୀ ଡେଲାଙ୍ଗ ଥାନା ସମ୍ମୁଖରେ ଆମରଣ ଅନଶନ ବସିଛନ୍ତି। ଡେଲାଙ୍ଗ ପୋଲିସ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଇ ରଖିଥିବା ଅଭିଯୋଗରେ ଧାରଣା ବସିଛନ୍ତି ଗା୍ୟ ଲୋକେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗତ ୧୧ ତାରିଖ ଦିନ ଦୁର୍ବୃତ୍ତମାନେ ଗାଁରେ ନିଆଁ ଲଗାଇ ଦେଇଥିଲେ।

ଏଥିରେ ୧୪ ପରିବାର ୨୧ ବଖରା ଘର ପୋଡ଼ି ପାଉଁଶ ହୋଇଯାଇଥିଲା। ଏହି ଘଟଣାରେ ସ୍ଥାନୀୟ ପୁଲିସ ଅଭିଯୁକ୍ତଙ୍କୁ ଗିରଫ ବଦଳରେ ସେମାନଙ୍କ ପରିବାରକୁ ସୁରକ୍ଷା ଯୋଗାଇ ଦେଉଥିବା ଅଭିଯୋଗ ହୋଇଛି। ଅନ୍ୟପଟେ ଏହି ଘଟଣାରେ ପୁଲିସ ଗ୍ରାମବାସୀଙ୍କ ବିରୋଧରେ ମିଥ୍ୟା ମକଦ୍ଦମା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତଙ୍କୁ ଗିରଫ, ମିଥ୍ୟା ମକଦ୍ଦମା କରିଥିବା ଏଏସଆଇ ବ୍ରହ୍ମରବର ପାଇଟାଳ ଙ୍କୁ ଚାକିରିରୁ ନିଲମ୍ବିତ ଦାବିରେ ଗ୍ରାମବାସୀ ଧାରଣା ଦେଇଛନ୍ତି।

   Related Posts