Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ବନ୍ଦ କରିବାକୁ ଯାଇଥିଲେ ବାହାଘର ପ୍ରସେସନ, ତହସିଲଦାରଙ୍କୁ ଗୋଡେଇ ଗୋଡେଇ ପିଟିଲେ ଗାଁ ଲୋକେ

7/05/2021 at 9:09 PM

ମୋହନା ୦୭।୦୫: ଗଜପତି ଜିଲ୍ଲା ଆର. ଉଦୟଗିରି ଥାନା ଛେଳିଗଡରେ ଘଟିଛି ଅଭାବନୀୟ ଘଟଣା । ସ୍ଥାନୀୟ ଖ୍ରୀଷ୍ଟିଆନ ସାହିରେ ଭୋଜି ଭାତ ସହ ବାହାଘର ପ୍ରସେସନ ଚାଲିଥିବା ବେଳେ ତହସିଲଦାର ସ୍ମୃତି ରଞ୍ଜନ ଶତପଥୀଙ୍କ ସହ ପୋଲିସ ଉପରେ ଆକ୍ରମଣ କଲେ ସ୍ଥାନୀୟ ଲୋକେ । ଏଥିରେ ତହସିଲଦାର ଓ ଥାନା ସବଇନ୍ସପେକ୍ଟର ମୁକେଶ ଲାକ୍ରା ଗୁରୁତର ଆହତ ହୋଇଛନ୍ତି ।

ବାହାଘର ପ୍ରସେସନ ଚାଲିଥିବା ଖବର ପାଇ ସନ୍ଧ୍ୟା ସମୟରେ ତହସିଲଦାରଙ୍କ ସହ ପୋଲିସ ବାହିନୀ ଛେଳିଗଡ ଗାଁକୁ ଯାଇଥିଲେ । ତେବେ ଲୋକଙ୍କୁ ବୁଝା ସୁଝା କରୁଥିବା ବେଳେ ଅତର୍କିତ ଭାବେ ଆକ୍ରମଣ କରିଥିଲେ ଲୋକେ । ଗୁରୁତର ହୋଇଥିବା ତହସିଲଦାର ଓ ପୋଲିସ ଅଧିକାରୀଙ୍କୁ ଚିକିତ୍ସା ପାଇଁ ଆର, ଉଦୟଗିରି ମେଡିକାଲରେ ଭର୍ତ୍ତି କରାଯାଇଛି ।

   Related Posts