Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ରୋଡ୍ ରୋମିଓକୁ ପାନେ : କଲେଜ ଛାତ୍ରୀ ଓ ମହିଳାଙ୍କୁ ଅଶ୍ଳୀଳ ଇଙ୍ଗିତ କରି ଛେଚା ଖାଇଲା ଯୁବକ

4/08/2019 at 10:39 AM

ଜଳେଶ୍ବର ୪|୮: ରୋଡ୍ ରୋମିଓକୁ ନିସ୍ତୁକ ମାଡ । ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଗୋପ ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ରାସ୍ତାରେ ଯାଉଥିବା କଲେଜ ଛାତ୍ରୀ ଏବଂ ମହିଳାମାନଙ୍କୁ ପଞ୍ଚୁଘଣ୍ଟା ଗାଁର ସହିଲ ଖାନ୍ ଅଶ୍ଳୀଳ ଇଗିଂତ କରିବା ସହିତ ଅଶୋଭନୀୟ ଆଚରଣ ଦେଖାଉଥିଲେ ।

ତେବେ ଏହାକୁ ଦେଖି ସେହି ରାସ୍ତା ରେ ଯାଉଥିବା ଅନ୍ୟ ଗ୍ରାମବାସୀମାନେ ସମ୍ପୃକ୍ତ ଯୁବକଙ୍କୁ କୌଣସି ମତେ କାବୁ କରିନେଇ ନିକଟରେ ଥିବା ଏକ ନଡିଆ ଗଛରେ ବାନ୍ଧି ପକାଇବା ସହିତ ନିର୍ଧୁମ ଛେଚିଥିଲେ । ଯାହାକୁ ନେଇ ଗାଁରେ ଉତ୍ତେଜନା ଦେଖାଯାଇଥିଲା । ତେବେ ଯୁବକ ଜଣକ ଆଗରୁ ମଧ୍ୟ ଅନେକ ଥର ଏଭଳି ଆଚରଣ ଦେଖାଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି ।

   Related Posts