ପ୍ରେମୀ ଯୁଗଳଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ, ଭିଡିଓ ଭାଇରାଲ୍ ପରେ ପୋଲିସର ତଦନ୍ତ
28/11/2020 at 4:54 PM

ସାନଖେମୁଣ୍ଡି ୨୮।୧୧: ଗଂଜାମ ଜିଲ୍ଲା ଶେରଗଡ ଥାନା କାଚଖଣ୍ଡି ଗାଁରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି । ପ୍ରେମୀ ଯୁଗଳଙ୍କୁ ବିଦ୍ୟୁତ୍ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ । ଯାହାର ଭିଡିଓ ଏବେ ଭାଇରାଲ୍ ହେବାରେ ଲାଗିଛି । ଖବର ପାଇ ଶେରଗଡ ପୋଲିସ ଗାଁରେ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରିବା ସହ ଡାକ୍ତରୀ ମାଇନା ନିମନ୍ତେ ମେଡିକାଲକୁ ପଠାଇଦେଇଛି ।
ସେପଟେ ବିଦ୍ୟୁତ ଖୁଣ୍ଟରେ ବାନ୍ଧିବା ନେଇ ମଧ୍ୟ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିବା ଆସିକା ଏସଡିପିଓ ସୂଚନା ଦେଇଛନ୍ତି ।
Related Posts
‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
27 January 2021