Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ପରିବା ଚୋରାଇବାକୁ ଆସି ଧରାପଡିଲେ ଦୁଇ ଚୋର, ଗଛରେ ବାନ୍ଧିଦେଲେ ଗାଁଲୋକ

27/10/2020 at 12:18 PM

ଉଦଳା ୨୭।୧୦: କପ୍ତିପଦା ଥାନା ଶାଳଚୁଆ ଗ୍ରାମର ଜଣେ ବ୍ୟକ୍ତିଙ୍କ ବାଡିରେ ପରିବା ଚାଷ ହୋଇଥିଲା । ଉକ୍ତ ଗ୍ରାମର ଦୁଇ ଜଣ ଯୁବକ ବାଡିରେ ପଶି ବାଇଗଣ ସମେତ ଅନ୍ୟ ପରିବା ଚୋରି କରି ନେବା ବେଳେ ସ୍ଥାନୀୟ ଲୋକଙ୍କ ହାବୁଡରେ ପଡିଥିଲେ । ଏହାପରେ ଦୁଇ ଜଣ ଯୁବକଙ୍କୁ ସ୍ଥାନୀୟ ଲୋକେ ଗଁ। ଦାଣ୍ଡରେ ଏକ ଗଛରେ ଦୀର୍ଘ ଦୁଇ ଘଣ୍ଟା ଧରି ବାନ୍ଧି ରଖିଥିଲେ ।

କେବଳ ସେତିକି ନୁହେଁ ଦୁଇ ଯୁବକଙ୍କୁ ବାନ୍ଧି ରଖିବା ସହିତ ସେମାନଙ୍କୁ ଗାଳିଗୁଲଜ ମଧ୍ୟ କରିଥିଲେ । ଏହି ଘଟଣା ଜଣାପଡିବା ପରେ ଦୁଇ ଯୁବକଙ୍କ ପରିବାର ଲୋକେ ଏବଂ କିଛି ସ୍ଥାନୀୟ ଲୋକେ ଏହାକୁ ବିରୋଧ କରିବାରୁ ସେମାନେ ଦୁଇ ଯୁବକଙ୍କୁ ଛାଡି ଦେଇଥିଲେ । ସାମାନ୍ୟ ପରିବା ଚୋରି ଘଟଣାକୁ ନେଇ ଗ୍ରାମରେ ଏକ ପ୍ରକାର କଙ୍ଗାରୁ କୋର୍ଟ ବସିବା ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚ।ର ବିଷୟ ପାଲଟିଛି । ତେବେ ଗଛରେ ବନ୍ଧା ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ନାବାଳକ ଥିବା ଜଣାଯାଇଛି । 

   Related Posts