Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ନୂତନ ଟ୍ରାନ୍ସଫର୍ମର ଦାବିରେ ଗ୍ରାମବାସୀଙ୍କ ରାସ୍ତାରୋକ

2/01/2019 at 11:48 AM

ରାଇରଙ୍ଗପୁର ୦୨|୦୧: ରାଇରଙ୍ଗପୁର ଦାଣ୍ଡବଶ ଗାଁରେ ନୂତନ ଟ୍ରାନ୍ସଫର୍ମର ଦାବିରେ ରାସ୍ତାରୋକ । ଗ୍ରାମବାସୀମାନେ ୨୨୦ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ରାଇରଙ୍ଗପୁର-ଟାଟା ରାସ୍ତାରେ ଯାତାୟାତ ଠପ୍ ହୋଇଯାଇଛି । ୪-୫ ମାସ ତଳେ ଟ୍ରାନ୍ସଫର୍ମର ମରାମତି କରିବାକୁ କହି ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା । ହେଲେ ଏହା ବଦଳରେ ଆଜି ପର୍ଯ୍ୟନ୍ତ ଗାଁରେ ଟ୍ରାନ୍ସଫର୍ମର ଲାଗିପାରିନି । ଫଳରେ ଗାଁ ଲୋକେ ଅନ୍ଧାରରେ ରହିବାକୁ ପଡୁଛି । ଏ ନେଇ ବାରମ୍ବାର ଅଭିଯୋଗ ପରେ ବି କୌଣସି ସୁଫଳ ମିଳୁନି । ଏହାର ପ୍ରତିବାଦରେ ଗ୍ରାମବାସୀମାନେ ଆନ୍ଦୋଳନ ରାସ୍ତା ଆପଣାଇଛନ୍ତି ।

   Related Posts