Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରେ ଅଧିକ ପ୍ରଭାବିତ ୧୦୦ ଜିଲ୍ଲାର କଲେକ୍ଟରଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||
  • ଶ୍ରୀମନ୍ଦିର ବନ୍ଦ, ସେବାୟତ ପରିବାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କଲା ଶ୍ରୀ ମନ୍ଦିର ପ୍ରଶାସନ
  • ||
  • କୋଭିସିଲ୍ଡର ଦୁଇ ଡୋଜ୍ ମଧ୍ୟରେ ବ୍ୟବଧାନ ରହିବ ୧୨ ରୁ ୧୬ ସପ୍ତାହ, ପ୍ରସ୍ତାବକୁ ସ୍ଵୀକାର କଲେ କେନ୍ଦ୍ର ସରକାର
  • ||
  • କରୋନା ଲଢେଇରେ ମିଳିଲା ତୃତୀୟ ଅସ୍ତ୍ର ! ଆଗାମୀ ସପ୍ତାହରେ ବଜାରରେ ମିଳିବ ସ୍ପୁଟନିକ୍-ଭି, ଜୁଲାଇରେ ଦେଶରେ ଆରମ୍ଭ ହେବ ଉତ୍ପାଦନ
  • ||
  • ପାଟନା : ମେ’ ୨୫ ଯାଏଁ ରାଜ୍ୟରେ ବଢିଲା ଲକ୍‌ଡାଉନ୍, ବିହାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା
  • ||
  • ମୁମ୍ବାଇ : ଟିଭି ଅଭିନେତା ରାଜୀବ ପାଲ୍ କରୋନା ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ବାଜା, ବାଣ, ବରଯାତ୍ରୀ ବିନା ବାହାଘର, ବାଇକ୍‌ରେ କନ୍ୟାକୁ ସାଙ୍ଗରେ ନେଇ ଘରକୁ ଫେରିଲେ ବର
  • ||
  • ଭଦ୍ରକ : ଷଣ୍ଢ ବୋଝେଇ ପିକଅପ୍ ଭ୍ୟାନ୍ ଅଟକ ରଖିଲେ ଗ୍ରାମବାସୀ, ଗୋଟିଏ ଷଣ୍ଢ ମୃତ, ୨ଟି ଉଦ୍ଧାର
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୬୪୯ ପଜିଟିଭ୍
  • ||
  • ମାଡି ଆସୁଛି ବାତ୍ୟା ‘ତଉକ୍ତେ’, ଓଡିଶା ଉପରେ କଣ ରହିବ ପ୍ରଭାବ
  • ||

ଟ୍ରକ ଧକ୍କାରେ ଯୁବକଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କଲେ ଗ୍ରାମବାସୀ

11/11/2020 at 8:39 PM

ଢ଼େଙ୍କାନାଳ୧୧/୧୧: ଟ୍ରକ ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟଣାରେ ଜାତୀୟ ରାଜପଥକୁ ଅବରୋଧ କଲେ ଗ୍ରାମବାସୀ। ଢେଙ୍କାନାଲ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ପୋଡପଡା ଛକ ନିକଟରେ ବଣିଆପଡା ଗ୍ରାମବାସୀ ରାସ୍ତା ଅବରୋଧ କରିଛନ୍ତି।

ଗତକାଲି ଏହି ବନିଆପଡା ଗ୍ରାମର ପବିତ୍ର ସେନାପତି ନାମକ ଜଣେ ଯୁବକଙ୍କୁ ଏନ୍‌ଏଚ୍‌-୫୫ର କାଉରିଆପାଳ ନିକଟରେ ଏକ ଟ୍ରକ ଧକ୍କା ଦେଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଢେଙ୍କାନାଳ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶବ ବ୍ୟବଚ୍ଛେଦ ପରେ ଆଜି ପରିବାରକୁ ମୃତଦେହକୁ ହସ୍ତାନ୍ତର କରାଯାଇଛି। କ୍ଷତିପୂରଣ ଦାବିରେ ପରିବାର ଲୋକେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ୫୫ ନମ୍ବର ଜାତୀୟ ରାଜପଥରେ ସାଧାରଣ ଯାତାୟାତ ଠପ୍ ହୋଇଯାଇଛି।

   Related Posts