Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

ଚୋରା ମଦ ବିକ୍ରି ପଡିଲା ମହଙ୍ଗା, ଗାଡି ଭଙ୍ଗାରୁଜା ସହ ୩ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ

21/07/2021 at 10:35 AM

ଭୋଗରାଇ ୨୧।୭: ଚୋରା ମଦ ବିକ୍ରି ପଡିଲା ମହଙ୍ଗା । ଗାଡି ଭଙ୍ଗାରୁଜା ସହ ତିନି ଜଣଙ୍କୁ ଅଟକ ରଖିଲେ ଗ୍ରାମବାସୀ । ଏଭଳି ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ୍ କାନ୍ଥିଭଉଁରୀ ପଞ୍ଚାୟତରେ ।  

ସୂଚନାଯୋଗ୍ୟ ଯେ, ମଙ୍ଗଳବାର ବିଳମ୍ବିତ ରାତିରେ ଓଟ ଗାଡି ଦ୍ବାରା ଦୁଇ ଜଣ ଯୁବକ ପଶ୍ଚିମବଙ୍ଗ ମାର୍କା ଦେଶୀ ଓ ବିଦେଶୀ ମଦ କାନ୍ଥିଭଉଁରୀ ଗ୍ରାମର ଜନୈକ ଘରକୁ ମଦ ଦେବା ସମୟରେ ଗ୍ରାମର ମହିଳାମାନେ ଦୁଇ ଜଣଙ୍କୁ ମାଡ ମାରି ଏକ ଘରେ ବନ୍ଦ କରି ରଖିବା ସହିତ ଗାଡି ଭଙ୍ଗାରୁଜା କରିଥିଲେ ।

ଏହାପରେ ଏକ ବୋଲେରୋ ସାହାଯ୍ୟରେ ଏନଜିଓର ପରିଚୟ ଦେଇ ଛଡାଇବାକୁ ଆସିଥିବା ଅନୀଲ ପ୍ରଧାନ ନାମଙ୍କ ବ୍ୟକ୍ତିଙ୍କୁ ଅଟକ ରଖିବା ସହ ବୋଲେରୋକୁ ଭଙ୍ଗାରୁଜା କରିବା ସହିତ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେଇଥିଲା। ତେବେ ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରୁଛି।

   Related Posts