Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

ଚାଷ ଜମିକୁ ପାଣି ଛାଡ଼ିବା ଦାବିରେ ଚାଷୀଙ୍କର ରାସ୍ତାରୋକ

18/01/2019 at 3:42 PM

ନୂଆପଡା ୧୮|୧: ଚାଷ ଜମିକୁ ପାଣି ଛାଡ଼ିବା ଦାବିରେ ଚାଷୀଙ୍କର ରାସ୍ତାରୋକ ହୋଇଛି । ନୂଆପଡ଼ା ପତୋରା ଡ୍ୟାମ୍ ରୁ ପାଣି ପାଇବା ପାଇଁ ୨୦ ଦିନ ହେଲା ଆନ୍ଦୋଳନ ଚଳାଇଛନ୍ତି ଚାଷୀ । ଚାଷୀ ମାନେ ଏଥିପାଇଁ ପୂର୍ବରୁ ନୂଆପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଥିଲେ । ସେମାନଙ୍କୁ ପାଣି ଯୋଗାଇ ଦେବା ପାଇଁ ଚାଷୀମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲା । ହେଲେ ପାଣି ନମିଳିବାରୁ ଚାଷୀ ମାନେ ଆଜି ହଲଦୀ, ଡୁମେରାପାନୀ, ମାଲିଭଟା ଆଦି ଗାଁ ନିକଟରେ ଚାଷୀ ମାନେ ରାସ୍ତାରୋକ କରିଛନ୍ତି । ପାଣି ଛଡ଼ାନଯିବା ପାଇଁ ରାସ୍ତାରୋକ ହଟିବ ନାହିଁ ବୋଲି ଚାଷୀ ମାନେ କହିଛନ୍ତି।

   Related Posts