Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ଭଦ୍ରକ: ୩ ଦଫା ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସାମ୍ନାରେ ଧାରଣାରେ ବସିଛନ୍ତି ଗାଁ ସାଥି ସଂଘ

18/01/2021 at 4:06 PM

ଭଦ୍ରକ୧୮/୧: ଭଦ୍ରକ ଜିଲ୍ଲାରେ ବିଭିନ୍ନ ଦାବି ନେଇ ଗାଁ ସାଥି ସଂଘ ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଛି। ଗାଁ ସାଥିଙ୍କ ପାଇଁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶାନାମା ଅନୁଯାୟୀ ନ୍ୟାୟ ମିଳୁନାହିଁ। ଭଦ୍ରକ ଜିଲ୍ଲାର ବିଡିଓମାନେ ମଧ୍ୟ ଉପରିସ୍ଥ ଅଧିକାରୀଙ୍କ ନିର୍ଦ୍ଦେଶକୁ ବେଖାତିର କରୁଛନ୍ତି। ଯେଉଁଥିପାଇଁ ଗାଁ ସାଥିମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।

ତେବେ ସରକାରୀ ନିର୍ଦ୍ଦେଶକୁ ଅବମାନନା କରୁଥିବା ଯୋଗୁଁ ଆଜି ଜିଲ୍ଲାର ସମସ୍ତ ଗାଁ ସାଥିମାନେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ  ସମ୍ମୁଖରେ ଅନିର୍ଦ୍ଧିଷ୍ଟ କାଳ ପର୍ଯ୍ୟନ୍ତ ଧାରଣାରେ ବସିଛନ୍ତି। ତେବେ ଜିଲ୍ଲା ପ୍ରଶାସନ ଆଗାମୀ ଦିନରେ ଗାଁ ସାଥିଙ୍କୁ ସୁରକ୍ଷା ସହ ସେମାନଙ୍କ ଦାବି ପୂରଣ  ପାଇଁ ମଧ୍ୟ କହିଛନ୍ତି। ତେବେ ବର୍ଷକୁ ୧୦୦ ଦିନ କାର୍ଯ୍ୟ ଯୋଗାଇବା ସହ ସଠିକ ସମୟରେ ଅର୍ଥ ପୈଠ ପାଇଁ ମଧ୍ୟ ଦାବି ରହିଛି। ଯେଉଁ ସରକାରୀ ଅଧିକାରୀମାନେ ସରକାରଙ୍କ ନିୟମକୁ କାର୍ଯ୍ୟକାରୀ କରୁ ନାହାନ୍ତି, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନ ନେବା ପର୍ଯ୍ୟନ୍ତ ଧାରଣା ଜାରି ରହିବ ବୋଲି ସଂଘ ସୂଚନା ଦେଇଛନ୍ତି।

   Related Posts