Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ରାଜ୍ୟସଭା ସାଂସଦ ରଘୁନାଥ ମହାପାତ୍ର
  • ||
  • ଦୁର୍ଘଟଣାରେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଆହାତ, ମନ୍ତ୍ରୀଙ୍କ କାର୍‌କୁ ପିଟିଲା ଟ୍ରାକ୍ଟର
  • ||
  • କମୁନି ସଂକ୍ରମଣ : ଆଜି ବି ଦେଶରେ ୪ ଲକ୍ଷରୁ ଅଧିକ ପଜିଟିଭ୍ ଚିହ୍ନଟ, ୪୦୯୨ ମୃତ
  • ||
  • ଦନ୍ତାକୁ ଧକ୍କା ଦେଲା ମାଲବାହୀ ଟ୍ରେନ୍, ଗୋଡରେ ଲାଗିଛି ଶକ୍ତ ଆଘାତ
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୧୮୦ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୬୩୫ ପଜିଟିଭ୍
  • ||
  • କମିଛି ତାତି, ୨ ଦିନ ପରେ ପୁଣି ବଢିବ ସୂର୍ଯ୍ୟଙ୍କ ପ୍ରକୋପ
  • ||

ଯୁବକଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ

30/07/2018 at 12:42 PM

ଯୁବକଙ୍କୁ ଗଛରେ ବାନ୍ଧି ନିସ୍ତୁକ ମାଡ । ମାଡ ମାରିବାର ଭିଡିଓ ଭାଇରାଲ ହୋଇଛି । ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଲକ ଝାରପିମ୍ପଳ ପଞ୍ଚାୟତ ଘଣଣ୍ଟିଆଡ ଗାଁର ଘଟଣା । ଗତ ଶନିବାର ରାତିରେ ଶିମୁଳିଆ ଗାଁର ଏହି ଯୁବକ ଜଣଙ୍କ ଦୋକାନରୁ ମୋବାଇଲ୍ ଚୋରି କରିବା ସହ ଆଉ ଜଣଙ୍କ ଘରେ ଶୋଇପଡିଥିଲା । ମୋବାଇଲ ଚୋରି ଅଭିଯୋଗରେ ଗ୍ରାମବାସୀ ଗଛରେ ବାନ୍ଧି ନିସ୍ତୁକ ପିଟିଛନ୍ତି । ଯିଏ ଯେମିତି ପାରିଲା ମାରିଲା । ବିଦା, ଗୋଇଠା ସହ ଚପଲରେ ମାରିଥିଲେ । ପରେ ଗ୍ରାମବାସୀଙ୍କ ଦ୍ବାରା ଘଟଣାର ସମାଧାନ ହୋଇଛି । କିନ୍ତୁ ଏ ନେଇ ଥାନାରେ ଲିଖିତ ଅଭିଯୋଗ ହୋଇନି

   Related Posts