Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଚିହ୍ନଟ ହେଲେ ସଂକ୍ରମିତ, କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ଗାଁ

29/04/2021 at 3:16 PM

ଭଦ୍ରକ ୨୯।୪: ଭଦ୍ରକ ବ୍ଲକ୍ ଅନ୍ତର୍ଗତ ହରିପୁର ଗ୍ରାମ ପଞ୍ଚାୟତର ଲାଙ୍ଗୁଡି ଗ୍ରାମ ମହାଦେବ ସାହିକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ଭଦ୍ରକ ଜିଲ୍ଲା ପ୍ରଶାସନ । କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ପ୍ରଶାସନ ଏଭଳି ପଦକ୍ଷେପ ନେଇଛି ।

ସେପଟେ ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ବିନାୟକପୁର ଗ୍ରାମ ପଞ୍ଚାୟତର ଖରିଦାବିନାୟକପୁର ଓ ବାଗଦାବିନାୟକପୁର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି ।

   Related Posts