ଚିହ୍ନଟ ହେଲେ ସଂକ୍ରମିତ, କଣ୍ଟେନମେଣ୍ଟ ଜୋନ୍ ଘୋଷଣା ହେଲା ଗାଁ

Published By : Prameya-News7 Bureau | April 29, 2021 IST

ଭଦ୍ରକ ୨୯।୪: ଭଦ୍ରକ ବ୍ଲକ୍ ଅନ୍ତର୍ଗତ ହରିପୁର ଗ୍ରାମ ପଞ୍ଚାୟତର ଲାଙ୍ଗୁଡି ଗ୍ରାମ ମହାଦେବ ସାହିକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି । କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ଭଦ୍ରକ ଜିଲ୍ଲା ପ୍ରଶାସନ । କରୋନା ସଂକ୍ରମିତ ଚିହ୍ନଟ ହେବା ପରେ ପ୍ରଶାସନ ଏଭଳି ପଦକ୍ଷେପ ନେଇଛି ।

ସେପଟେ ବାସୁଦେବପୁର ବ୍ଲକ୍ ଅନ୍ତର୍ଗତ ବିନାୟକପୁର ଗ୍ରାମ ପଞ୍ଚାୟତର ଖରିଦାବିନାୟକପୁର ଓ ବାଗଦାବିନାୟକପୁର ଗ୍ରାମକୁ କଣ୍ଟେନମେଣ୍ଟ ଜୋନ୍ ଭାବରେ ଘୋଷଣା କରାଯାଇଛି ।

wp:html /wp:html wp:html /wp:html

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.