Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ଖାତାକୁ ଗଲା ‘କାଳିଆ’ ଟଙ୍କା, ଆକାଉଣ୍ଟକୁ ୯୧୦ କୋଟି ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
  • ||
  • ୫୦୦ ଲୋକଙ୍କୁ ନେଇ ଧୁମଧାମ୍‌ରେ ଚାଲିଥିଲା ବାହାଘର ଭୋଜି, ଚଢଉ କଲେ ତହସିଲଦାର…ଲାଗିଲା ମୋଟା ଅଙ୍କର ଫାଇନ୍
  • ||
  • ୩ ହଜାର ଲିଟର ମଦ ଜବତ, ୬୦ଟି ବସ୍ତାରେ ହେଉଥିଲା ଚାଲାଣ
  • ||
  • ନାଉ କିଆରୀରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ, ଜଣେ ଗିରଫ
  • ||
  • ଚେତୁ ନାହାଁନ୍ତି ଲୋକେ, ବିନିକା ବଜାରରେ କରୋନା କଟକଣା ବାଟବଣା
  • ||
  • ଚଣ୍ଡିଖୋଲ : ଧଳା ଜହର ରାକେଟ୍‌ର ପର୍ଦ୍ଦାଫାଶ କଲା ସଡକ ଦୁର୍ଘଟଣା, ଜବତ ହେଲା ୯ ଗ୍ରାମ୍ ବ୍ରାଉନସୁଗାର
  • ||
  • ଚଣ୍ଡିଖୋଲ : ଚଳିତ ବର୍ଷ ଫିକା ପଡିଛି ଇଦ୍, ଯାଜପୁରରେ ନିରାଡମ୍ବର ଭାବେ ପାଳିତ ହେଉଛି ଉଦ୍-ଉଲ୍-ଫିତର
  • ||
  • ତେଲକୋଇ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ସ୍ତ୍ରୀ ଗୁରୁତର, ସ୍ବାମୀ ଆହତ
  • ||
  • ନୂଆଦିଲ୍ଲୀ : ଆପ୍ ନେତା ଜରନେଲ୍ ସିଂହଙ୍କ କରୋନାରେ ଦେହାନ୍ତ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଜଂଗଲ ଜମି ଜବର ଦଖଲ ଉଚ୍ଛେଦ ଦାବୀରେ ଜିଲ୍ଲାପାଳଙ୍କ ନିକଟରେ ଫେରାଦ ହେଲେ ଗ୍ରାମବାସୀ

8/11/2019 at 12:25 PM

ସୋନପୁର ୮।୧୧ : ସୋନପୁର ଜିଲ୍ଲା ଅନ୍ତର୍ଗତ ମୟୁରଉଡାନ ପଂଚାୟତର କିର୍ତିପୁର ଗାଁରେ ଶହ ଶହ ଏକର ଜଂଗଲ ଜମିକୁ କିଛି ଅସାଧୁ ବ୍ୟକ୍ତି ଅନେକ ଦିନ ହେଲା ଜବର ଦଖଲ କରି ରଖିଛନ୍ତି ।

ସୂଚନାଯୋଗ୍ୟ ଯେ, ଜଙ୍ଗଲ ଜମି ଜବରଦଖଲ ଅଭିଯୋଗ ନେଇ ଗ୍ରାମବାସୀମାନେ ବାରମ୍ବାର ଅଭିଯୋଗ କରୁଆସୁଛନ୍ତି ।  କିନ୍ତୁ ଜବର ଦଖଲକାରୀ ଜଂଗଲ ଜମି ଛାଡୁନଥିବାରୁ ଶେଷରେ ଜିଲ୍ଲାପାଳ ଅଫିସ ଆଗରେ ବିକ୍ଷୋଭ କରିବା ସହିତ  ପ୍ରଶାସନ ପାଖରେ ଫେରାଦ ହୋଇଛନ୍ତି କିର୍ତିପୁରର ଗ୍ରାମବାସୀ । ଜବର ଦଖଲ ଉଚ୍ଛେଦ ପାଇଁ ଲିଖିତ ଭାବେ ଅତିରିକ୍ତ ଜିଲ୍ଲାପାଳଙ୍କୁ ଜଣାଇଛନ୍ତି । ଆସନ୍ତା ୭ଦିନ ମଧ୍ୟରେ ଜବର ଦଖଲକାରୀଙ୍କୁ ଉଚ୍ଛେଦ କରାନଗଲେ ଆଗକୁ  ଆନ୍ଦୋଳନକୁ ଯୋରଦାର  କରିବାକୁ ଚେତାବନୀ ଦେଇଛନ୍ତି ଗ୍ରାମବାସୀ ।

   Related Posts