Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଭିମସାର୍ କୋଭିଡ୍ ଲ୍ୟାବ୍ ଟେକନିସିଆନ୍ କରୋନା ପଜିଟିଭ୍ ଚିହ୍ନଟ

29/08/2020 at 10:31 PM

ସମ୍ବଲପୁର, ୨୯|୦୮: ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ ବା ଭିମସାରର ଜଣେ କୋଭିଡ୍ ଲ୍ୟାବ୍ ଟେକନିସିଆନ୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

କୋଭିଡ୍ ପଜିଟିଭ୍ ଚିହ୍ନଟ ପରେ ଲ୍ୟାବକୁ ୩ ଦିନ ଯାଏଁ ସିଲ୍ କରାଯାଇପାରେ । ତେବେ ଏହି ସମୟରେ ସମସ୍ତ ଆରଟି-ପିସିଆର୍ ନମୁନା ପରୀକ୍ଷଣ ପାଇଁ ବଲାଙ୍ଗୀର କୋଭିଡ୍ ଲ୍ୟାବକୁ ପଠାଯିବ । ଏନେଇ ଭିସମାର୍ କର୍ତୃପକ୍ଷ ସୂଚନା ଦେଇଛନ୍ତି ।

   Related Posts