Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||
  • ନୂଆଦିଲ୍ଲୀ : ଭାରତ ପୁଣି ବଢାଇଲା ସହଯୋଗର ହାତ, ବାହାରିନ୍‌ ଓ ଶ୍ରୀଲଙ୍କାକୁ ପଠାଇଲା କୋଭିସିଲ୍ଡ ଟିକା
  • ||
  • କେମ୍ରୁନରେ ଗ୍ୟାସ ବୋଝେଇ ଟ୍ରକ ସହ ଧକ୍କା ପରେ ଜଳିଗଲା ବସ୍ : ୫୩ ମୃତ, ୨୯ ଗୁରୁତର
  • ||
  • ଶେଷ ହେବ କୃଷକ ଆନ୍ଦୋଳନ ! ସଙ୍ଗଠନରେ ଫାଟ, ଯୋଗେନ୍ଦ୍ର ଯାଦବ ଓ ଟିକୈତଙ୍କ ସମେତ ୩୭ ଚାଷୀଙ୍କ ଉପରେ ପଡିବ ଚଡକ
  • ||
  • ଖଲ୍ଲିକୋଟ : ଫାଟିଗଲା କାର୍ ଚକା, ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ
  • ||

ପ୍ରାର୍ଥୀପତ୍ର ନାକଚକୁ ନେଇ ବଲାଙ୍ଗୀର ରାଜେନ୍ଦ୍ର ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି

6/10/2018 at 8:57 PM

ବଲାଂଗିରି;୦୬/୧୦- ସେପଟେ ପ୍ରାର୍ଥୀପତ୍ର ନାକଚକୁ ନେଇ  ବଲାଙ୍ଗୀର ରାଜେନ୍ଦ୍ର ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି । କଲେଜ ଅଧ୍ୟକ୍ଷଙ୍କୁ ଘେରାଉ କରିବା ସହ ଧାରଣା ଦେଇଛନ୍ତି ଛାତ୍ରଛାତ୍ରୀ । ପ୍ରାର୍ଥୀଙ୍କ ଚୂଡାନ୍ତ  ତାଲିକା ଲିକ ହେ।ଇଥିବା ସହ  ଉଦେଶ୍ୟମୂଳକ ଭାବେ ପ୍ରାର୍ଥିପତ୍ର ନାକଚ କରାଯାଇଥିବା ଅଭିଯେ।ଗ କରିଛନ୍ତି ଛାତ୍ରଛାତ୍ରୀ । ଉପସ୍ଥାପନ, ମାର୍କ ସବୁ କିଛି ଠିକ୍ ଥାଇ ବି କେମିତି ପ୍ରାର୍ଥୀ ପତ୍ର ନାକଚ କରାଗଲା ବେ।ଲି ପ୍ରଶ୍ନ କରିଛନ୍ତି ପ୍ରାର୍ଥୀ । ଏଥି ସହ ସ୍କୁଟିନ ପରେ  କୌଣସି ଘେ।ଷଣା  ହେ।ଇନଥିବା ବେଳେ ନେ।ଟିସ ବେ।ର୍ଡ ରେ ପ୍ରାର୍ଥୀ ପତ୍ର ଲଗାଯାଇନଥିଲା । ତେଣୁ ତାଲିକା ପତ୍ର କେମିତି ଲିକ୍ ହେଲା ବେ।ଲି ପ୍ରଶ୍ନ କରିଛନ୍ତି ଛାତ୍ରଛାତ୍ରୀ । ଯେପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଅନିୟମିତତାର ତଦନ୍ତ ହେ।ଇନି, ସେପର୍ଯ୍ୟନ୍ତ  କଲେଜରେ ତାଲା ପକାଇବା ସହ ଭୟାବହ ଆନ୍ଦୋଳନ ହେବ ବୋଲି ଚେତାବନୀ ଦେଇଛନ୍ତି ଛାତ୍ରଛାତ୍ରୀ।

   Related Posts