Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଟଣା : ବ୍ଲକ୍ କାର୍ଯ୍ୟାଳୟରେ ପସି ଟେଣ୍ଡରଧାରୀଙ୍କ ଡିଡି ଚିରିବା ଘଟଣା, ଯୁବ ନେତା କରୁଣା ସାଗର ଖଟୁଆ ଗିରଫ
  • ||
  • କରଞ୍ଜିଆ : ନିଆଁ ଲାଗି ଫାଟିଗଲା ଗ୍ୟାସ୍ ସିଲିଣ୍ଡର, ଅଳ୍ପକେ ବର୍ତ୍ତିଲା ପୁରା ପରିବାର
  • ||
  • ଟାଙ୍ଗୀ : ଜୁଆ ଆଡ୍ଡା ଉପରେ ପୋଲିସର ଚଢାଉ, ୮ ଜୁଆଡି ଗିରଫ
  • ||
  • ଭୁବନେଶ୍ବର : ୧୯ ଜିଲ୍ଲା ପାଇଁ ବଜ୍ରପାତ ସତର୍କ ସୂଚନା ଜାରି
  • ||
  • ଭୁବନେଶ୍ବର : ଟୋକିଓ ଅଲିମ୍ପିକ୍ସ : ଓଡିଆ ଖେଳାଳି ବୀରେନ୍ଦ୍ର ଲାକ୍ରାଙ୍କୁ ପୁରୁଷ ହକି ଦଳର ଉପଅଧିନାୟକ ଦାୟିତ୍ବ
  • ||
  • ଗଞ୍ଜାମ : ଟିକା ପ୍ରମାଣପତ୍ର ଲଗାଇବେ ଦୋକାନୀ, ନଚେତ ଖୋଲିପାରିବେନି ଦୋକାନ
  • ||
  • ଭୁବନେଶ୍ବର : ବିଳମ୍ବ ହୋଇପାରେ ପଞ୍ଚାୟତ ନିର୍ବାଚନ- ରାଜ୍ୟ ନିର୍ବାଚନ କମିଶନ ସଚିବ
  • ||
  • ପୁରୀ : ଯୁବଶିଳ୍ପୀଙ୍କ କମାଲ୍, ଆଇସକ୍ରିମ୍ କାଠିରେ ନିର୍ମାଣ କଲେ ମହାପ୍ରଭୁଙ୍କ ଗଜାନନ ବେଶ
  • ||
  • ତେଲକୋଇ : ଦନ୍ତାହାତୀ ଉପଦ୍ରବ, ଗାଁରେ ପସି ଭାଙ୍ଗିଲା ଘର, ଟେକି ନେଲା ଚାଉଳ ବସ୍ତା
  • ||
  • ଖୋର୍ଦ୍ଧା : ଗୋରୁ ଭର୍ତ୍ତି କଣ୍ଟେନର ଜବତ, ୨୦ରୁ ଅଧିକ ଗୋରୁ ଉଦ୍ଧାର, ଜଣେ ଗିରଫ
  • ||

ମୋଦିଙ୍କ ବିରାଟ ବିଜୟରେ ଖୁସି ହୋଇ ଶୁଭେଚ୍ଛା ଜଣାଇଲେ କୋହଲି

24/05/2019 at 1:57 PM

ନୂଆଦିଲ୍ଲୀ ୨୪/୫ : ୨୦୧୯ ଲୋକସଭା ନିର୍ବାଚନରେ ବିଜେପିର ପ୍ରଚଣ୍ଡ ବିଜୟ ପରେ ଦ୍ୱିତୀୟଥର ପାଇଁ କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଗଠନ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏହି ବିଜୟ ପରେ ଦେଶ ବିଦେଶରୁ ଅଭିନନ୍ଦନର ସୁଅ ଛୁଟୁଛି । ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ମଧ୍ୟ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ସେ ମୋଦିଙ୍କୁ ଟ୍ୱିଟ୍ କରି ଲେଖିଛନ୍ତି ଯେ, ମୋଦିଜିଙ୍କୁ ଅଭିନନ୍ଦନ, ଆପଣଙ୍କ ଭିଜନରୁ ଦେଶ ଆହୁରି ଉପରକୁ ଉଠିବ, ଜୟ ହିନ୍ଦ ।

ସୂଚନାଯୋଗ୍ୟ ଯେ, ବିରାଟ କୋହଲି ଏବେ ଭାରତୀୟ କ୍ରିକେଟ ଟିମ୍ ସହ ବିଶ୍ୱକପ କ୍ରିକେଟ ପାଇଁ ଇଂଲଣ୍ଡରେ ଅଛନ୍ତି । ଆସନ୍ତାକାଲି ଭାରତ ତାର ପ୍ରଥମ ମ୍ୟାଚ ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଖେଳିବ ।

   Related Posts