ନାଗାବଳୀ ନଦୀରେ ନିଖୋଜ ହୋଇଗଲେ ପର୍ଯ୍ୟଟକ, ଉଦ୍ଧାର କାର୍ଯ୍ୟ ଜାରି

Published By : Prameya-News7 Bureau | October 17, 2021 IST

ରାୟଗଡା, ୧୭/୧୦: ରାୟଗଡା ସହର ଉପକଣ୍ଠରେ ଥିବା ନାଗାବଳୀ ନଦୀର ହାତିପଥର ନିକଟରେ ପାରଳାଖେମୁଣ୍ଡିର ଦୁଇଜଣ ପର୍ଯ୍ୟଟକ ନିଖୋଜ ହୋଇଯାଇଥିବା ସୂଚନା ମିଳିଛି । ନିଖୋଜ ଦୁଇ ଜଣ ହେଲେ ପାରଳାଖେମୁଣ୍ଡି ସହରର କେ. ତ୍ରୀନାଥ ଓ କେ. ଶ୍ରୀନିବାସ। ଉଭୟଙ୍କ ଘର ପାରଳାଖେମୁଣ୍ଡି ସହର କାମ୍ପ ସାହିରେ ହୋଇଥିବା ଜଣାପଡ଼ିଥିବା ବେଳେ ଅଗ୍ନିଶମ ବିଭାଗ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.