Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||

ସେତୁ ଓ ରାସ୍ତା ଦାବିରେ ଲାଞ୍ଜିଗଡରେ ଭୋଟ୍ ବର୍ଜନ

11/04/2019 at 11:18 AM

ଲାଞ୍ଜିଗଡ ୧୧|୪: ଆଜି ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନ ଜାରି ରହିଛି । ସକାଳ ୭ଟାରୁ ଆରମ୍ଭ ହୋଇଛି ମତଦାନ । କଳାହାଣ୍ଡି, ନବରଙ୍ଗପୁର, ବ୍ରହ୍ମପୁର, କୋରାପୁଟ ଭଳି ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନରେ ଚାଲିଛି ମତଦାନ ।

କଳାହାଣ୍ଡି ଲୋକସଭା ସହ ୭ଟି ବିଧାନସଭା ଭବାନୀପାଟଣା, ଧର୍ମଗଡ, ଜୁନାଗଡ, ନର୍ଲ।, ଲାଞ୍ଜିଗଡ, ନୂଆପଡା ଏବଂ ଖରିଆରରେ ଆଜି ଭୋଟିଂ ଚାଲିଛି । ଜିଲ୍ଲାରେ ମୋଟ୍ ୧୪୦୫ ବୁଥ୍ ରେ ମତଦାନର ବ୍ୟବସ୍ଥା କରାଯାଇଛି। ତେବେ ଲାଞ୍ଜିଗଡରେ ଭୋଟ୍ ବର୍ଜନ କରିଛନ୍ତି ଅଞ୍ଚଳବାସୀ । ନାଗୁପଡାବାସୀ ୨୦୫ ବୁଥ୍‌ ରେ ଭୋଟ୍ ବର୍ଜନ କରିଛନ୍ତି । ରାସ୍ତା ଓ ପୋଲ ଦାବି କରି ଭୋଟ୍ ବର୍ଜନ କରିଛନ୍ତି ।

   Related Posts