Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||
  • ଆଜି ପ୍ରଥମ ଟି୨୦ : ଅଷ୍ଟ୍ରେଲିଆକୁ କଡା ଟକ୍କର ଦେବ ଭାରତ, ଓ୍ୱାର୍ଣ୍ଣରଙ୍କ ଅନୁପସ୍ଥିତିର ଫାଇଦା ନେବ ବିରାଟ ବାହିନୀ
  • ||
  • ଜି.ଉଦୟଗିରି : ନାବାଳିକା ଝିଅକୁ ଦୁଷ୍କର୍ମ ଅଭିଯୋଗ, ଅଭିଯୁକ୍ତକୁ ଗିରଫ କଲା ପୋଲିସ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର: ପ୍ରାଥମିକ ତଦନ୍ତରୁ ହତ୍ୟା ସନ୍ଦେହ
  • ||
  • ପୋଲିସ୍‌ ଏବଂ ଜୁଆ ଆଡ୍ଡା ମାଲିକଙ୍କ କଥାବାର୍ତ୍ତାର ଅଡିଓ କଲ ଭାଇରାଲ
  • ||
  • ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ନିର୍ବାଚନ : ଏବେସୁଦ୍ଧା ଆଗରେ ବିଜେପି, ପଛରେ ଟିଆରଏସ ଓ ଏଆଇଏମଆଇଏମ
  • ||

ଲଗାଣ ବର୍ଷାରେ ଭୁଶୁଡିପଡିଲା ଘର କାନ୍ଥ, ଅଳ୍ପକେ ବର୍ତ୍ତିଲେ ପରିବାରଲୋକ

21/08/2020 at 9:48 AM

ପାଟଣା ୨୧।୮: ଲଘୁଚାପ ଜନିତ ଲଗାଣ ବର୍ଷାରେ ଭୁଶୁଡିଲା କାନ୍ଥ । କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ୍ ବଡବିଲ ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଗାଁର ବୁଦ୍ଧବ୍ରହ୍ମ ମହାନ୍ତଙ୍କର ଦୁଇ ବଖରା ଘର ଭୁଶୁଡିପଡିଛି ।

ଅନ୍ୟପଟେ ପାଟଣା ବ୍ଲକ୍ ବାଉଁଶୁଳି ପଞ୍ଚାୟତ ରାଜବନ୍ଦ ସାହିରେ ଚନ୍ଦ୍ରହାସ୍ୟ ନାଏକଙ୍କ ଘରର କାନ୍ଥ ମଧ୍ୟ ଭୁଶୁଡିପଡିଛି । ତେବେ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡିଛି । ଉଭୟଙ୍କୁ ସରକାରୀ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି ।

   Related Posts