Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ଲଗାଣ ବର୍ଷାରେ ଭୁଶୁଡି ପଡିଲା ଘର କାନ୍ଥ, ଦୁଇ ଆହତ

15/10/2020 at 9:32 AM

ରାୟଗଡା ୧୫।୧୦: ଲଗାଣ ବର୍ଷା ଯୋଗୁଁ କାନ୍ଥ ଭୁଶୁଡି ପଡିଛି । ରାୟଗଡା ସହରର ନ୍ୟୁକଲୋନୀରେ କାନ୍ଥ ପଡି ଜଣେ ବ୍ୟକ୍ତି ଆହତ ହୋଇଛନ୍ତି । ଆହତ ବ୍ୟକ୍ତି ଜଣଙ୍କ ହେଲେ ବିରଞ୍ଚି ଶତପଥୀ । ଅନ୍ୟ ଜଣେ ମହିଳା ସାମାନ୍ୟ ଆହାତ ହୋଇଛି ।

ସୂଚନା ଅନୁସାରେ ବୁଧବାର ରାତିରେ ପ୍ରବଳ ବର୍ଷା ଯୋଗୁଁ ଦୁର୍ବଳ ଥିବା କାନ୍ଥ ଭୁଶୁଡି ପଡିଥିବା ଜଣାପଡିଛି । ସେହି ସ୍ଥାନରେ ଏକ ହୋଟେଲ ମଧ୍ୟ ରହିଥିଲା । ତେବେ ହୋଟେଲରେ ସେହି ସମୟରେ କୌଣସି ବ୍ୟକ୍ତି ନଥିଲେ । ଫଳରେ ଏକ ବଡ ଧରଣର ଅଘଟଣ ଏଡାଇ ଯାଇଛି ।

   Related Posts