Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସରିଲାନି ଆର୍ଯ୍ୟନ ଖାନ୍‌ଙ୍କ ଜାମିନ୍‌ ଆବେଦନର ଶୁଣାଣି, ଆସନ୍ତାକାଲିକୁ ସ୍ଥଗିତ ରଖିଲେ କୋର୍ଟ
  • ||
  • ଭାରତୀୟ ଶିକ୍ଷୟିତ୍ରୀଙ୍କ ପାକିସ୍ତାନ ପ୍ରେମ, ଷ୍ଟାଟସ୍ ଦେଲେ ‘ଆମେ ମ୍ୟାଚ୍ ଜିତିଗଲୁ’
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍ : କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୩୩ କୋଭିଡ୍ ପଜିଟିଭ୍
  • ||
  • ନୂଆଦିଲ୍ଲୀ ସୀମାପୁରୀରେ ଅଭାବନୀୟ ଘଟଣା : ଘରେ ଲାଗିଲା ନିଆଁ, ୪ ମୃତ
  • ||
  • ଏବର୍ଷ ରାଜ୍ୟରେ ହାଡଭଙ୍ଗା ଶୀତ, ଅଧିକ ଦିନ ଥରାଇବ
  • ||
  • ସିଆରପିଏଫ କ୍ୟାମ୍ପରେ ରାତି ବିତାଇଲେ ଶାହ, ଯବାନଙ୍କ ସହ କଲେ ରାତ୍ରି ଭୋଜନ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ, ସେପଟେ ଡିଜିପି ଅଫିସ ଘେରାଉ କରିବ କଂଗ୍ରେସ
  • ||

ଶୋଇଥିଲେ ଦମ୍ପତ୍ତି, ଭୁଶୁଡିପଡିଲା କାନ୍ଥ

27/08/2020 at 12:20 PM

ଦେବଗଡ ୨୭।୮: ଲଗାଣ ବର୍ଷା ଯୋଗୁଁ ଦେବଗଡ ଜିଲ୍ଲା ବିଭିନ୍ନ ସ୍ଥାନରେ ଘର ଭାଙ୍ଗିଯାଇଛି । ବାରକୋଟ ବ୍ଲକ ବଂପରଡା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ନେତ୍ରାବାହାଳ ଗ୍ରାମରେ ବୁଧବାର ମଧ୍ୟରାତିରେ କାନ୍ଥ ଭୁଶୁଡିବା ଯୋଗୁଁ ଦୁଇ ଜଣ ଆହତ ହୋଇଛନ୍ତି । ଆହତମାନେ ହେଲେ ତେଲକୋଇ ଥାନା ଅନ୍ତର୍ଗତ ବଡକୁମଣ୍ଡ ଗ୍ରାମର ଯଶୋବନ୍ତ ମହାକୁଳ ଓ ତାଙ୍କ ସ୍ତ୍ରୀ କୁମୁଦିନୀ ମହାକୁଳ ।

ଯଶୋବନ୍ତ ଶ୍ବଶୁର ଘର ନଳିନୀ ମହାକୁଳଙ୍କ ଘରକୁ ଆସିଥିବା ବେଳେ ଏହି ଅଘଟଣ ଘଟିଛି । ଆହତ ଦମ୍ପତିଙ୍କୁ ଗ୍ରାମବାସୀ ଉଦ୍ଧାର କରି ଦେବଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି । ସେହିଭଳି ବାଲିରୋଇ ଗ୍ରାମରେ ବିଭିନ୍ନ ସ୍ଥାନରେ ଘର ଭାଙ୍ଗି ଯାଇଛି ।

   Related Posts