Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||
  • ସାଲେପୁର : ସାଲେପୁରରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ
  • ||
  • ଝାରସୁଗୁଡା : ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା ଘଟଣା , ଚିକିତ୍ସାଧିନ ଅବସ୍ଥାରେ ପ୍ରେମିକାଙ୍କ ମୃତ୍ୟୁ, ପୂର୍ବରୁ ଜୀବନ ହାରିଥିଲେ ପ୍ରେମିକ
  • ||
  • ବ୍ରହ୍ମପୁର : ଗୁଳି ମାଡରେ ବେଗୁନିଆପଡା ବ୍ଲକ୍ ପୂର୍ବତନ ଅଧ୍ୟକ୍ଷ ଦେବେନ୍ଦ୍ର ସାହୁଙ୍କ ମୃତ୍ୟୁ
  • ||
  • କଳାହାଣ୍ଡି : ୧୦ଲକ୍ଷ ଟଙ୍କାର ବାଘ ଛାଲ ଜବତ, ୨ ଗିରଫ
  • ||

ଦୁର୍ଘଟଣାରେ ୱାର୍ଡମେମ୍ବରଙ୍କ ମୃତ୍ୟୁ : ପ୍ରତିବାଦରେ ଗାଁ ଲୋକଙ୍କ ଦ୍ବାରା ରାସ୍ତା ଅବରୋଧ

26/02/2019 at 8:04 AM

ପାଲଲହଡା ୨୬/୨: ସଡକ ଦୁର୍ଘଟଣାରେ ୱାର୍ଡମେମ୍ବରଙ୍କ ମୃତ୍ୟୁ ହୋଇଛି | ଅନୁଗୁଳ ଜିଲ୍ଲା ପାଲଲହଡା କ୍ଷେମଳା ପଞ୍ଚାୟତ ୱାର୍ଡମେମ୍ବର ଜଗନ୍ନାଥ ସେଠୀଙ୍କ ମୃତ୍ୟୁ ହୋଇଛି | ସାଇକେଲରେ ଘରକୁ ଫେରୁଥିବା ବେଳେ ଏକ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା | କ୍ଷେମଳା ପଞ୍ଚାୟତ ବନର ନିକଟସ୍ଥ ଜାଙ୍କୁଲ ପୋଲ ନିକଟରେ ଦୁର୍ଘଟଣା ଘଟିଛି | ଘଟଣାସ୍ଥଳରେ ହିଁ ୱାର୍ଡ ମେମ୍ବରଙ୍କ ମୃତ୍ୟୁ ହୋଇଯାଇଥିଲା | ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଟ୍ରକ ଧରି ଫେରାର ହୋଇଯାଇଛି | ପ୍ରତିବାଦରେ ଗାଁ ଲୋକଙ୍କ ଦ୍ବାରା ରାସ୍ତା ଅବରୋଧ କରିଛନ୍ତି |

   Related Posts