ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆତ୍ମ ସମର୍ପଣ କଲେନି ସିଦ୍ଧୁ, ସ୍ୱାସ୍ଥ୍ୟଗତ ସମସ୍ୟା ଦର୍ଶାଇ ମାଗିଲେ ସମୟ
  • ||
  • ସନ୍ଧ୍ୟାରେ ରୟାଲ୍ସ ବନାମ କିଙ୍ଗସ, ଜିତିଲେ ପ୍ଲେ-ଅଫରେ ଏଣ୍ଟ୍ରି କରିବ ରାଜସ୍ଥାନ
  • ||
  • ଲାଲୁ ପରିବାରକୁ ଗୁଡ୍ ମର୍ଣ୍ଣିଂ କଲା ସିବିଆଇ : ସକାଳୁ ସକାଳୁ ୧୭ ଜାଗାରେ ଚଢଉ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୦ ପଜିଟିଭ୍
  • ||
  • ଶନିବାରଠୁ ବଢିବ ତାତି, ଆସନ୍ତା ସପ୍ତାହରେ ଲଘୁଚାପ
  • ||
  • ୨୭ ମାସ ପରେ ମୁକୁଳିଲେ ଆଜମ ଖାନ, ସ୍ୱାଗତ ପାଇଁ ପହଁଚିଲେ ଶିବପାଲ ଯାଦବ
  • ||
  • ରାଜଧାନୀରେ ବୋମାମାଡ, ସହିଦନଗର ଥାନା ପୋଲିସର ତଦନ୍ତ ଜାରି
  • ||
  • ମଧ୍ୟାହ୍ନରେ ଆତ୍ମସମର୍ପଣ କରିବେ ସିଦ୍ଧୁ, ବର୍ଷେ ପାଇଁ ଯିବେ ଜେଲ୍ !
  • ||
  • ଆଜି ଜେଲରୁ ମୁକୁଳି ପାରନ୍ତି ଆଜମ ଖାନ, ଜେଲରେ ପହଁଚିଲା ଜାମିନ ଆଦେଶ
  • ||

୩ ଜିଲ୍ଲାର ବାତ୍ୟା ଓ ବନ୍ୟା ପ୍ରଭାବିତଙ୍କ ପାଇଁ ୧୫ ଦିନ ରିଲିଫ୍ ଘୋଷଣା କଲେ ରାଜ୍ୟ ସରକାର

14/10/2018 at 1:07 AM

ଭୁବନେଶ୍ୱର ୧୩/୧୦: ତିତଲି ପ୍ରଭାବରେ ଲଗାଣ ବର୍ଷା ଦକ୍ଷିଣ ଓଡ଼ିଶାର ହାଲ୍ ବେହାଲ୍ କରି ଦେଇଥିବା ବେଳେ, ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ । ଗଞ୍ଜାମ, ଗଜପତି ଓ ରାୟଗଡ଼ାର ସ୍ଥିତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । କୃଷିକ୍ଷେତ୍ର ଅଧିକ ପ୍ରଭାବିତ ହୋଇଥବା ବେଳେ, ଉଦ୍ଧାର ଓ ରିଲିଫ ଜୋରଦାର ଚାଲିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହି ୩ ଜିଲ୍ଲାର ବାତ୍ୟା ଓ ବନ୍ୟା ପ୍ରଭାବିତଙ୍କ ପାଇଁ ୧୫ ଦିନ ରିଲିଫ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

   Related Posts