Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

9/09/2019 at 10:40 AM

ସମ୍ବଲପୁର ୯/୯: ହୀରାକୁଦ ଜଳଭଣ୍ଡାରର ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୧୪ ଏବଂ ଡାହାଣ ପାର୍ଶ୍ବରେ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି ।

ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୫.୫୬ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି  ୩ ଲକ୍ଷ ୩୭ ହଜାର ୫୦୫ କ୍ୟୁସେକ୍ ଜଳ । ସେହିପରି ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୩ ଲକ୍ଷ ୩୭ ହଜାର ୫୦୫ କ୍ୟୁସେକ୍ ଜଳ ।

   Related Posts