Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ବଢିଲା ସାଳନ୍ଦୀ ନଦୀର ଜଳସ୍ତର, ଧୋଇଗଲା ଅସ୍ଥାୟୀ ବାଉଁଶ ପୋଲ

15/09/2021 at 9:19 AM

କରଞ୍ଜିଆ ୧୫/୦୪: ଶିମିଳିପାଳରେ ଲଗାଣ ବର୍ଷା ଯୋଗୁଁ ଶାଳନ୍ଦୀ ନଦୀର ଜଳସ୍ତର ବୃଦ୍ଧି । ଠାକୁରମୁଣ୍ଡା ବ୍ଲକ ଅନ୍ତର୍ଗତ ଡଙ୍ଗାଡିହା ଗ୍ରାମର ଲୋକଙ୍କ ଦ୍ୱାରା ନିର୍ମିତ ଏକ ଅସ୍ଥାୟୀ ବାଉଁଶ ପୋଲ ଧୋଇ ଯିବା କାରଣରୁ ବଙ୍ଗାଳୀ ସାହି, ବଳସାହି ଓ ଘୁଟୁ ସାହିର ପ୍ରାୟ ୧୫ ଶହ ଲୋକେ ଜଳବନ୍ଦୀ ରହିବା ସହିତ ବାହ୍ୟ ଜଗତରୁ ଯୋଗାଯୋଗ ବିଚ୍ଛିନ୍ନ । ଯାତାୟତ ବାଧାପ୍ରାପ୍ତ ହୋଇଛି । ଲୋକେ ଏକପ୍ରକାର ଜଳବନ୍ଦୀ ଅବସ୍ଥାରେ ରହିଛି । ଜୀବନଯାତ୍ରା ଠପ୍ ହୋଇପଡିଛି ।

   Related Posts