ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ନଦୀ

Published By : Prameya-News7 Bureau | September 22, 2020 IST

ଜଳେଶ୍ବର ୨୨।୯: ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି  ଜଳକା ନଦୀ । ବାଲେଶ୍ବର ଜିଲ୍ଲା ବସ୍ତା ବ୍ଲକ୍ ମଥାନୀଠାରେ  ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି ଜଳକା ।  ମଥାନୀଠାରେ ଜଳକା ନଦୀର ବିପଦ ସଙ୍କେତ ୫.୫୦ ମିଟର ଥିବାବେଳେ ବର୍ତ୍ତମାନ ୫.୮୫ମିଟର ଉପରେ ଜଳ ପ୍ରବାହିତ ହେଉଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.