ହୀରାକୁଦ ଅପଡେଟ୍ : ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି
2/10/2019 at 8:19 AM

ସମ୍ବଲପୁର ୨।୧୦: ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୧୧ ଓ ଡାହାଣ ପାର୍ଶ୍ବରେ ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୯.୩୯ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ଲକ୍ଷ ୧୩ ହଜାର ୩୯୨ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୨ ଲକ୍ଷ ୮୩ ହଜାର ୨୭୮ କ୍ୟୁସେକ୍ ଜଳ ।
Related Posts
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କୁ ଆକ୍ରମଣ ଉଦ୍ୟମ
17 January 2021
ହାରୁଛି କରୋନା, ଜିତୁଛି ଓଡ଼ିଶା: ସୁସ୍ଥ ହେଲେ ଆଉ ୨୨୦ ସଂକ୍ରମିତ
17 January 2021
୨୫ ହଜାର ପ୍ୟାକେଟ୍ ନକଲି ସର୍ଫ ଜବତ ମାମଲା, ୨ ବ୍ୟବସାୟୀ ଗିରଫ
17 January 2021