Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଫୁଟବଲର ଡିଏଗୋ ମାରାଡୋନାଙ୍କ ପରଲୋକ, ୩ ଦିନ ପୂର୍ବେ ପାଳିଥିଲେ ୬୦ତମ ଜୟନ୍ତୀ
  • ||
  • ଦୈନିକ ଆକ୍ରାନ୍ତ ତୂଳନାରେ ଆଜି କମିଲା ସୁସ୍ଥ ସଂଖ୍ୟା, ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୭୨୮
  • ||
  • ଯୋଡାମୁଣ୍ଡ ଶିଶୁ କାଳିଆର ମୃତ୍ୟୁ, ଏସସିବିରେ ଦୀର୍ଘ ଦିନ ଧରି ଥିଲେ ଚିକିତ୍ସାଧୀନ, ସୁସ୍ଥ ଅଛି ଜଗା
  • ||
  • ପରିବାର ପାଇଁ ଏତିକି ସମ୍ପତ୍ତି ଛାଡି ଯାଇଛନ୍ତି କଂଗ୍ରେସର ଚାଣକ୍ୟ ଅହମଦ ପଟେଲ
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ମୃତକଙ୍କ ସଂଖ୍ୟା ୧୬୮୭ରେ ପହଞ୍ଚିଲା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୭୩୦ କରୋନା ସଂକ୍ରମିତ, ୩୧୬୦୦୧ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଦ୍ୱିତୀୟ AIIMS ପ୍ରତିଷ୍ଠା ପାଇଁ ପ୍ରସ୍ତାବ, କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ
  • ||
  • ପୁରୀ : ବାହାର ଭକ୍ତଙ୍କୁ ପୁରୀ ମନା, ନାଗାର୍ଜୁନ ବେଶ ପାଇଁ ଜିଲ୍ଲା ପ୍ରଶାସନର କଟକଣା
  • ||
  • ଭିଜିଲାନ୍ସ ଜାଲରେ ଓଡିଶା ବନୀକରଣ ଅତିରିକ୍ତ ପିସିସିଏଫ୍, ଭୁବନେଶ୍ବରର ୫ଟି ଓ ମୁମ୍ବାଇ ଏବଂ ପୁନେର ୭ଟି ସ୍ଥାନରେ ଚଢାଉ
  • ||
  • କଂଗ୍ରେସର ବରିଷ୍ଠ ନେତା ଅହମଦ ପଟେଲଙ୍କ ପରଲୋକ : କରୋନାରେ ସଂକ୍ରମିତ ହୋଇ ଚାଲିଥିଲା ଚିକିତ୍ସା
  • ||

ହୀରାକୁଦ ଜଳଭଣ୍ଡାର ଅପଡେଟ୍‌ : ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

6/09/2019 at 7:56 AM

ସମ୍ବଲପୁର ୬।୯: ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାର୍ଶ୍ବରେ ୮ ଓ ଦକ୍ଷିଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୫୨୫.୬୨ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୩୨ ହଜାର ୧୪୬ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୨ ଲକ୍ଷ ୧୪ ହଜାର ୭୩୭ କ୍ୟୁସେକ୍ ଜଳ ।

   Related Posts