ହୀରାକୁଦ ଜଳଭଣ୍ଡାର ଅପଡେଟ୍‌ : ୧୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

Published By : Prameya-News7 Bureau | September 06, 2019 IST

ସମ୍ବଲପୁର ୬।୯: ହୀରାକୁଦ ଜଳଭଣ୍ଡାରର ୧୨ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାର୍ଶ୍ବରେ ୮ ଓ ଦକ୍ଷିଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୫୨୫.୬୨ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୩୨ ହଜାର ୧୪୬ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୨ ଲକ୍ଷ ୧୪ ହଜାର ୭୩୭ କ୍ୟୁସେକ୍ ଜଳ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.