Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଆସନ୍ତା ୨୪ଘଣ୍ଟାରେ ପ୍ରବଳ ବର୍ଷା ! ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି

8/09/2021 at 8:02 AM

ଭୁବନେଶ୍ୱର ୦୮।୦୯:  ରାଜ୍ୟରେ ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା ସମ୍ଭାବନା। ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି। ସୁନ୍ଦରଗଡ, କେଉଁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିହପୁର, ଅନୁଗୁଳ, ବୌଦ୍ଧ, ବଲାଙ୍ଗିର, ନୂଆପଡା ଓ ନବରଙ୍ଗପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ସେପଟେ ଓଡିଶା ଉପରେ ଥିବା ମନସୁନ୍ ଟ୍ରାପ୍ ଦକ୍ଷିଣ ଓଡିଶା ମୁହାଁ ହେଉଥିବା ବେଳେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୯ ଏବଂ ୧୦ ତାରିଖରୁ ବର୍ଷାର ପରିମାଣ ବଢିବ। ରାଜ୍ୟର ୨୦ ଜିଲ୍ଲାରେ କମ୍ ବର୍ଷା ହୋଇଥିବା ବେଳେ ୨୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ନିଅଣ୍ଟିଆ ବର୍ଷା ପାଇଁ ରାଜ୍ୟରେ ମରୁଡି ସ୍ଥିତି ଦେଖାଦେଇଛି। ସେପ୍ଟେମ୍ବର ମାସରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ଷାର ଅଭାବକୁ ପୂରଣ କରିବାର ସମ୍ଭାବନା ଥିବା ନେଇ ପାଣିପାଗ ବିଶେଷଜ୍ଞ କହିଛନ୍ତି। ଅନ୍ୟପଟେ ଆସନ୍ତା ୨୪ ଘଣ୍ଟାରେ ମତ୍ସ୍ୟଜିବୀଙ୍କୁ ସମୂଦ୍ର ମଧ୍ୟକୁ ଯିବାକୁ ବାରଣ ହୋଇଛି।

   Related Posts