Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||

ବର୍ଷା ପାଇଁ ୧୫ଟି ଜିଲ୍ଲାକୁ ସତର୍କ ସୂଚନା

2/09/2018 at 1:30 AM

ବର୍ଷା ପାଇଁ ୧୫ଟି ଜିଲ୍ଲାକୁ ସତର୍କ ସୂଚନା ଦିଆଯାଇଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରରୁ ଉତ୍ତର-ପୂର୍ବ ଦିଗକୁ ମନସୁନ ଟ୍ରାପ ଜାରି ରହିଥିବାରୁ ଏହା ପ୍ରଭାବରେ ଉତ୍ତର ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ଜାରି ରହିଛି । ଏହି ବର୍ଷା ଆହୁରି ୨ ଦିନ ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆଜି ଓ ଆସନ୍ତାକାଲି ଦୁଇଦିନ ଧରି ଉତ୍ତର, ପଶ୍ଚିମ ଓ ଆଭ୍ୟନ୍ତରୀଣ ଓଡିଶାର ଅନେକ ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବ । ଆଜି ଗଞ୍ଜାମ, ବାଲେଶ୍ବର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ, କନ୍ଧମାଳ, କଲାହାଣ୍ଡି ଏବଂ ନବରଙ୍ଗପୁରରେ ବର୍ଷା ହେବ । ଆସନ୍ତାକାଲି ବି କେତୋଟି ଜିଲ୍ଲାରେ ବର୍ଷା ଜାରି ରହିବ ।

   Related Posts