Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୮୭୧ ମୃତ
  • ||
  • ବଜେଟ ପୂର୍ବରୁ ହେବନି ହାଲୁଆ ଉତ୍ସବ, ଏଥର ମୋବାଇଲ ଆପ୍ଲିକେସନରେ ମିଳିବ ସବୁ ତଥ୍ୟ
  • ||
  • ନୟାଗଡ : ଧାନବସ୍ତା ଚୋରି ପଡିଲା ମହଙ୍ଗା, ୨ ଯୁବକଙ୍କୁ ଗାଁ ଦାଣ୍ଡରେ ବାନ୍ଧିଦେଲେ ଲୋକେ
  • ||
  • ଭଦ୍ରକ : ଭିନ୍ନକ୍ଷମ ସାର୍ଟିଫିକେଟ୍‌ର ପୁନଃ ଯାଞ୍ଚ ପାଇଁ ଦାବି କଲା ଓଡିଶା ଭିନ୍ନକ୍ଷମ ମଞ୍ଚ
  • ||
  • ଘଟଗାଁ : ନାଳରୁ ମିଳିଲା ଅଜଣା ବ୍ୟକ୍ତିଙ୍କ ମୃତଦେହ, ହତ୍ୟା କରି ପାଣିରେ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ରାଜ୍ୟରେ ଆଉ ୧୫ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୭୫କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୮୪୨ କୋଭିଡ୍ ପଜିଟିଭ୍, ୧୨୪୧୦୬୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଭୁବନେଶ୍ବର ଓ ବ୍ରହ୍ମପୁର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ, କଟକ ପଦବୀ ଅଣସଂରକ୍ଷିତ
  • ||
  • ମୋରଡା : ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା ସ୍କର୍ପିଓ, ୪ ଗୁରୁତର ମେଡିକାଲରେ ଭର୍ତ୍ତି
  • ||
  • ଲମତାପୁଟ : ପୁଣି ଅପରେସନ୍ ଗ୍ରୀନ୍ କ୍ଲିନ୍ ଆରମ୍ଭ : ମାଓ ପ୍ରଭାବିତ ଅଞ୍ଚଳରେ ୮ଏକର ଗଞ୍ଜେଇ ଚାଷ ନଷ୍ଟ
  • ||

ସାରା ରାଜ୍ୟରେ ମୌସୁମୀ ସକ୍ରିୟ : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା

15/06/2020 at 9:22 AM

ଭୁବନେଶ୍ୱର ୧୫।୦୬: ସାରା ରାଜ୍ୟକୁ ମୌସୁମୀ ସ୍ପର୍ଶ କଲା ପରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ଆଜି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କଟକ ଓ ଜଗତସିଂହପୁର ଆଦି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥି ସହିତ ଭୁବନେଶ୍ବର ସମେତ ଏହାର ଆଖପାଖ ଅଞ୍ଚଳର ପାଗ ମେଘୁଆ ରହିବା ସହ ହାଲୁକା ବର୍ଷା ହେବ ।

ସେହିପରି ୧୬ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼,  ସୋନପୁର, ସମ୍ବଲପୁର ଓ କେନ୍ଦୁଝର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ୧୭ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ଅନୁଗୁଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

   Related Posts