Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତରେ ପହଞ୍ଚିଲା ଓମିକ୍ରନ୍‌ ଭ୍ୟାରିଆଣ୍ଟ । କର୍ଣ୍ଣାଟକର ୨ ଜଣ ବ୍ୟକ୍ତି ଓମିକ୍ରନ୍‌ ଭ୍ୟାରିଆଣ୍ଟରେ ସଂକ୍ରମିତ
  • ||
  • ହଜିନି ମାନବିକତା, ପାଇଥିବା ସୁନା ଗହଣାକୁ ଫେରାଇଦେଲେ ଅଟୋ ଚାଳକ
  • ||
  • ଭୁବନେଶ୍ବର : STF ମୋଷ୍ଟ ୱାଣ୍ଟେଡ ଲିଷ୍ଟରେ ଅନୀଲ ପାଣ୍ଡି, ସୂଚନା ଦେଲେ ମିଳିବ ପୁରସ୍କାର
  • ||
  • ଭୁବନେଶ୍ବର : ୩ ନିର୍ବାହୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଓ ଜଣେ ଆରଆଇ ଚାକିରୀରୁ ବହିଷ୍କୃତ
  • ||
  • ନୂଆଦିଲ୍ଲୀ : ବାତ୍ୟା ଅପଡେଟ୍ : ୩ରୁ ଓଡିଶାରେ ବର୍ଷା, ୪ରେ ପବନର ବେଗ ଛୁଇଁବ ୯୦ କି.ମି.
  • ||
  • ନୂଆଦିଲ୍ଲୀ : ଶୁକ୍ରବାରଠୁ ରାଜଧାନୀରେ ସମସ୍ତ ସ୍କୁଲ ବନ୍ଦ, ଘୋଷଣା କଲେ କେଜ୍ରିଓ୍ୱାଲ୍‌ ସରକାର
  • ||
  • ବାଇକକୁ ପିଟିଲା ଜୁସ୍ ବୋଝେଇ ଟ୍ରକ୍, ୨ ଆରୋହୀ ମୃତ
  • ||
  • କଣ୍ଟାବାଞ୍ଜି : ମମିତା ମେହେର ହତ୍ୟାକାଣ୍ଡ ମାମଲା : ADG କୋର୍ଟରେ ଜାମିନ ଆବେଦନ କଲା ଗୋବିନ୍ଦ ସାହୁ
  • ||
  • ସାନଖେମୁଣ୍ଡି : ୩୦ ଏକର ଗଞ୍ଜେଇ ଚାଷ ନଷ୍ଟ କଲା ପ୍ରଶାସନ
  • ||
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||

ଆଜିଠୁ ବଦଳିବ ପାଗ, ରାଜ୍ୟରେ କମିବ ବର୍ଷାର ପ୍ରଭାବ

14/11/2021 at 11:28 AM

ଭୁବନେଶ୍ୱର ୧୪।୧୧: ଆଜିଠୁ ବଦଳିବ ପାଗ । ରାଜ୍ୟରେ କମିବ ବର୍ଷାର ପ୍ରଭାବ । ଶୀତର ପ୍ରଭାବ କମ୍ ରହିବ ଏବଂ ରାତ୍ରି ତାପମାତ୍ରାରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଆକାଶ ମେଘାଛନ୍ନ ରହିବା ସହ ୧୭ରୁ ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ସମ୍ଭାବନା। ଗତ ୨୪ ଘଣ୍ଟାରେ ରାଜଧାନୀରେ ୫.୯ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

ସୂଚନାଯୋଗ୍ୟ ଯେ,  ଆସୁଛି ଆଉ ଏକ ବାତ୍ୟା । ଥାଇଲାଣ୍ଡ ଉପକୂଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ଦକ୍ଷିଣ ଆଣ୍ଡାମାନ ସାଗର ଓ ସଂଲଗ୍ନ ଥାଇଲାଣ୍ଡ ସାଗର ଉପରେ ଲଘୁଚାପ ରୂପ ନେଇଛି । ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ମୁହାଁଉଛି । ଆସନ୍ତା ୪୮ ଘଣ୍ଟାରେ ଅବପାତ ରୂପ ନେଇଯିବ । ୧୭ ତାରିଖ ସୁଦ୍ଧା ଏହା ସମୁଦ୍ରରୁ ଅଧିକ ବଳ ଗୋଟାଇ ଗଭୀର ଅବପାତରେ ପରିଣତ ହେବ । ଜିଏଫ୍‌ଏସ୍‌ ମଡେଲ ମୁତାବକ ୧୯ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହୋଇ ଦକ୍ଷିଣ ଆନ୍ଧ୍ର ଉପକୂଳରେ ସ୍ଥଳଭାଗ ଛୁଇଁପାରେ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ଉପକୂଳ ଓଡ଼ିଶାରେ ବି ବର୍ଷା ଆଶଙ୍କା ରହିଛି ।

   Related Posts