Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ସକାଳୁ ସକାଳୁ ହାଲୁକା ଶୀତ ସାଙ୍ଗକୁ ଘନ କୁହୁଡିର ଆସ୍ତରଣ , କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

19/11/2020 at 8:38 AM

ଭୁବନେଶ୍ୱର ୧୯।୧୧: ସକାଳୁ ସକାଳୁ ହାଲୁକା ଶୀତ ସାଙ୍ଗକୁ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡିର ଆସ୍ତରଣ । ଆସନ୍ତା ୪୮ଘଣ୍ଟା ମଧ୍ୟରେ ରାଜ୍ୟର ୧୨ଟି ଜିଲ୍ଲାରେ କୁହୁଡ଼ି ଦେଖାଦେବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି ।

ସେହିପରି ଆସନ୍ତା ଦୁଇ ଦିନ ଧରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ସୁନ୍ଦରଗଡ଼, ଢ଼େଙ୍କାନାଳ, ଅନୁଗୋଳ, କନ୍ଧମାଳ ଓ ମୟୂରଭଞ୍ଜରେ କୁହୁଡ଼ି ଦେଖାଦେବ। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଆସନ୍ତା ୨୪ଘଣ୍ଟାରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ଭୋର ସମୟରେ କୁହୁଡ଼ି ଲାଗିରହିବ। ୨୧ ତାରିଖରେ ନୂଆପଡ଼ା, ନବରଙ୍ଗପୁର, ପୁରୀ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କେନ୍ଦୁଝର, ମୟୂରଭଞ୍ଜ ଏବଂ ୨୨ରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡିରେ ସ୍ବଳ୍ପରୁ ମଧ୍ୟମ ବର୍ଷାର ସମ୍ଭାବନା ରହିଛି। ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ପାଗ ଶୁଖିଲା ରହିବ। ଆସନ୍ତା ୩ଦିନ ପାଇଁ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ।

   Related Posts