Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

୬ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା, ସତର୍କ କଲେ ପାଣିପାଗ ବିଭାଗ

14/04/2021 at 2:10 PM

ଭୁବନେଶ୍ୱର ୧୪।୪: ସମ୍ଭାବ୍ୟ କାଳବୈଶାଖୀ ନେଇ ୬ ଜିଲ୍ଲାକୁ ସତର୍କ କରିଛନ୍ତି ପାଣିପାଗ ବିଭାଗ । ବିଶେଷ କରି ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ରାୟଗଡା ଓ କୋରାପୁଟ ଜିଲ୍ଲାରେ ଅପରାହ୍ନରେ ବର୍ଷା ସାଙ୍ଗକୁ ବଜ୍ରପାତ ଏବଂ କୁଆପଥର ବର୍ଷା ଆଶଙ୍କା କରାଯାଇଛି। ଏହି ସମୟରେ ଘଣ୍ଟାପ୍ରତି ୬୦ କିଲୋମିଟର ବେଗରେ ପବନ ବୋହିବାର ଆଶଙ୍କା କରିଛନ୍ତି ପାଣିପାଗ ବିଭାଗ ।

ଅନୁଗୁଳ ଜିଲ୍ଲା ସହ ଢେଙ୍କାନାଳ ଜିଲ୍ଲାର ହିନ୍ଦୋଳ, କଟକ ଜିଲ୍ଲାର ନରସିଂହପୁର, ବାଡମ୍ବା, ତିଗିରିଆ, ବାଙ୍କୀ, ଡମପଡା ଓ ନୟାଗଡ଼ ଜିଲ୍ଲାର ଗଣିଆ, ଖଣ୍ଡପଡ଼ା, ଭପୁର ଓ କୋରାପୁଟ ଜିଲ୍ଲାରେ ନାରାୟଣପାଟଣା, ବାନ୍ଧୁଗାଁ ଆଦି ଅଞ୍ଚଳରେ ଝଡ଼ତୋଫାନ ବର୍ଷା ସହ ବଜ୍ରପାତ ଆଶଙ୍କା କରାଯାଇଛି। ଏଣୁ କାଳ ବୈଶାଖୀ ଲାଗି ଲୋକଙ୍କୁ ସତର୍କତା ଅବଲମ୍ବନ କରିବାକୁ କୁହାଯାଇଛି।

   Related Posts