Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବୁଧବାର, ୨୮ ତାରିଖ ରାଶିଫଳ: ଜାଣନ୍ତୁ କେଉଁ ରାଶି ପାଇଁ କିଭଳି ରହିବ କାଲିର ଦିନ

27/04/2021 at 6:42 PM

ମେଷ-କାର୍ଯ୍ୟର ସଫଳ ରୂପାୟନ କରିବାରେ ସିଦ୍ଧିହସ୍ତ ହେବେ । ଅଧିକ କ୍ଷମତା ହାସଲ କରିବାରେ ସକ୍ଷମ ହେବେ । ବିବାଦୀୟ ଘଟଣାରେ ବିଜୟ ହାସଲ କରିବେ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ବିଦେଶୀ ଜିନିଷରେ କ୍ଷତି ହେବ ।
• କର୍ମଜୀବି- ନୂଆ ଜବ୍‌ ମିଳିବା କଷ୍ଟ ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ-ସତର୍କତାର ଦିନ ।
• ଚାଷୀ-ଜଳ ସଞ୍ଚୟ କରନ୍ତୁ ।

ବୃଷ- ମନ ପ୍ରସନ୍ନ ରହିବ । ପାରିବାରିକ ସମସ୍ୟାର ସମାଧାନ କରିବା ଅତ୍ୟନ୍ତ ଜରୁରୀ । ଦୁଶ୍ଚିନ୍ତା ମଧ୍ୟ ଦେଇ ଗତି କରିପାରନ୍ତି । ରଜତ ଧନ ଦ୍ୱାରା ଧନଶାଳୀ ହୋଇପାରନ୍ତି ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ମିଥୁନ-ବିପଦ ଟଳି ଯାଇପାରେ । ସୁଖକର ଘଟଣାମାନ ଘଟିବା ଆଶା କରାଯାଇଛି । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ସାବ୍ୟସ୍ତ ହୋଇଛି ।
• ଗୃହିଣୀ-ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ନୂଆ ବନ୍ଧୁ ମିଳିବେ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- ପାଣି ପିଅନ୍ତୁ ।

କର୍କଟ- ଧର୍ମଭାବନାରୁଶାନ୍ତିର ଅଭ୍ୟୁଦୟ ହେବ । ମନୋବଳ ଦୃଢ କରି ରଣାଙ୍ଗନରେ ଶତ୍ରୁକୁ ପରାଜିତ କରିବେ । ମାନସିକ ଅବସାଦର ବିଳୟଘଟିବ । ସୁ-ସମ୍ବାଦ ପାଇ ଖୁସିହେବେ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ-ଅର୍ଥାଭାବରୁ ମୁକ୍ତି ମିଳିବ । ଶୁଭଖବର ପାଇ ଆନନ୍ଦ ଅନୁଭବ କରିବେ । ଦିନଟି ମଧ୍ୟମ ଧରଣର । ଯେକୌଣସି ସୂତ୍ରରୁ ଅର୍ଥାଗମର ସୂଚନା ମିଳୁଛି । ପଢ଼ାପଢିରେ ମନୋନିବେଶ କରିବେ ।
• ଗୃହିଣୀ- ମାନସିକ ଶାନ୍ତି ପାଇବେ ।
• ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
• ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

କନ୍ୟା- ଗୃହକାର୍ଯ୍ୟ ଶାନ୍ତିଦାୟକ ହେବ । କେତେକ କ୍ଷେତ୍ରରେ ଭୁଲବୁଝାମଣା ଘଟିପାରେ । ଅଧିକ ପରିଶ୍ରମ ପଡିଲେ ବିତାର ମୂଲ୍ୟ ମିଳିବ ।
• ଚାଷୀ-ପୋଖରୀ/ଗାଢିଆ କରି ଜଳସଞ୍ଚୟ କରନ୍ତୁ ।
• ରୋଗୀ- ଅସାଧ୍ୟ ରୋଗରୁ ମୁକ୍ତହେବେ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-ଉନ୍ନତିର ମାର୍ଗମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ତୁଳା- ବିଷାଦର ଅବସାନ ଘଟି ଆଶ୍ୱସ୍ତିମିଳିବ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଅଶାନ୍ତିର ଉପଶମ ହେବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ବିଛା-ଭ୍ରାତୃ ବିବାଦର ଅବସାନ ଘଟିବ । କାର୍ଯ୍ୟ ଆରମ୍ଭ କରିବା ପାଇଁସମୟ ଅନୁକୂଳ ଅଛି । ଆକସ୍ମିକ ସମସ୍ୟା ଦେଖାଦେଇ ପାରେ । ଶ୍ରେଷ୍ଠ ସମ୍ମାନର ଅଧିକାରୀ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ- ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖୀ ହେବେ ।

ଧନୁ-ଅକ୍ଳେଶରେ କାର୍ଯ୍ୟ ସଂପାଦନ କରିସୁଖ ଅନୁଭବ କରିବେ । ଆୟ ଆଶାନୁରୂପ ହୋଇପାରେ । ସରକାରୀ ବା ବନ୍ଧୁ ସହାୟତାରେ ଲାଭବାନ୍‌ ହେବେ । ଚିନ୍ତାଧାରା ଉନ୍ନତ ମାନର ହେବ ।
• ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
• ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ- କୀର୍ତ୍ତିସ୍ତମ୍ବ ସ୍ଥାପନ କରିବେ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ମକର- ଅଧିକ ବ୍ୟୟର ସମ୍ମୁଖୀନ ହେବେ । ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‌ ରହିବା ସବୁଠୁଁ ଭଲ । ମିଠା କଥା କହିଲୋକମାନଙ୍କୁ ବଶ ରିବାରେ ସକ୍ଷମ ହେବେ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ- ଶୁଭଖବର ପାଇ ଖୁସି ହୋଇପାରନ୍ତି । ଅଧିକଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସକ୍ରର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବିଭିନ୍ନ ଦିଗରୁ ଧନ ପ୍ରାପ୍ତିର ସୁଯୋଗ ସୃଷ୍ଟିହୋଇଛି ।
• ଗୃହିଣୀ- ଭାଗ୍ୟଶାଳୀ ହେବେ ।
• ବ୍ୟବସାୟୀ- ବିଜୟୀ ହେବେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
• ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ମୀନ-କର୍ମଚଞ୍ଚଳ ରହିବେ । ନିଜ ଚେଷ୍ଟାରେ କର୍ମ କ୍ଷେତ୍ରକୁ ଉଜ୍ଜଳମୟ କରି ଗଢି ତୋଳିବେ । ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖାଦେବ । ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି । ବିବାଦରେ ବିଜୟୀ ହେବେ ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-ସହଯୋଗ ମିଳିବ ।
• ବ୍ୟବସାୟୀ-ଅର୍ଥ ହାନୀହେବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

   Related Posts