Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||
  • ଆହତ ହାତୀର ଚିକିତ୍ସା କଲା ବନ ବିଭାଗ, ବାରହା ଫାଶରେ ପଡି ଗୋଡରେ ହୋଇଥିଲା କ୍ଷତ
  • ||
  • ଖସିବ ପାରଦ ବଢିବ ଶୀତ, ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି
  • ||

ବୁଧବାର ରାଶିଫଳ: ଯାନବାହନ ଚଳାଚଳରେ ସତର୍କ ରୁହନ୍ତୁ, ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି

30/11/2021 at 6:07 PM

ମେଷ- ଅତ୍ୟଧିକ ପରିଶ୍ରମ ପଡିଲେବି, ତାର ମୂଲ୍ୟ ମିଳିବ । ମନ ପ୍ରସନ୍ନ ରହିବ । ଆସ୍ତିକ ସ୍ୱଭାବର ହୋଇପାରନ୍ତି । ମଧୁରଭାଷୀ ହେବେ । ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ- ୟୋଗା କରନ୍ତୁ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି-ସହଯୋଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ- ସ୍ୱାଭିମାନୀ ହେବେ ।

ବୃଷ-ହଜିଥିବା ଦ୍ରବ୍ୟ ଖୋଜିଲେ ପାଇ ଆନନ୍ଦ ଅନୁଭବ କରିବେ । ବନ୍ଧୁଗହଣରେ ହସଖୁସିରେ ସମୟ ବିତାଇ ପାରନ୍ତି । ବ୍ୟବସାୟ ଲାଭଜନକ ହେବ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

ମିଥୁନ-ପାରିବାରିକ ଜୀବନ ସୁଖ-ଶାନ୍ତିରେ ବିତିବ ଦୃଢ ମନୋବଳ ନେଇ କାର୍ଯ୍ୟ ସମ୍ପାଦନ କରିବେ । ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ । ଶତ୍ରୁହନ୍ତା ହେବେ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ଅର୍ଥ ହାନୀ ହେବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ- ଗୃହରୁ ଦୂରେଇ ରହିପାରନ୍ତି । ପରାମର୍ଶ ନେଇ କାର୍ଯ୍ୟ କଲେ ବିଶେଷ ଉପକୃତ ହେବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନଲାଭ ହୋଇପାରେ ।
• ଚାଷୀ-ଉତ୍ତମବିହନ, କୃଷିବିଭାଗରୁ ଆଣନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ-ଧାର୍ମିକ ହେବେ ।

ସିଂହ-ଆଜ୍ଞାକାରୀ, ଅବମାନନା କରିବାର ସୂଚନା ମିଳୁଛି । ଉଦାର ସ୍ୱଭାବର ହେବେ । ଦାନଶୀଳ ଓ ସୁଖୀ ହୋଇପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି- ଅର୍ଥ ହାନୀ ହେବ ।
• ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ- ସୁଖୀ ହେବେ ।

କନ୍ୟା-ସତର୍କ ରହିଲେ ନିରାପଦ ହୋଇପାରନ୍ତି । ଶ୍ରୀଚନ୍ଦ୍ରଭୋଗ ହେଉଥିବାରୁ ଆୟ ଉତ୍ତମ ଧରଣର ହେବ । ମୋକଦ୍ଦମାରେ ଜିଣି ଧନଲାଭ କରିପାରନ୍ତି ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ- ଚକ୍ଷୁ ପୀଡା ହେବ ।
• ଛାତ୍ରଛାତ୍ରୀ- ବିଦ୍ୱାନ୍‌ ହେବେ ।
• କର୍ମଜୀବି-ଅର୍ଥ ହାନୀହେବ ।
• ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ପୂଜା ପାଠରେବ୍ୟସ୍ତ ରହିବେ ।

ତୁଳା- ସ୍ୱାଧୀନ ଭାବେ କିଛି କରିବା କଷ୍ଟ ସାଧ୍ୟ ହୋଇପାରେ । ତଥାପି ଭାଗ୍ୟଶାଳୀ ହେବେ । ବିଭିନ୍ନ ଦିଗରୁ ଧନାଗମ ହେବ । ମଧୁର ଭାଷୀ ଓ ଉଦାର ବିଦ୍ୟା ପ୍ରେମୀ ହେବେ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• କର୍ମଜୀବି-ପ୍ରମୋସନ୍‌ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା-ଯାନବାହନ ଚଳାଚଳରେ ସତର୍କ ରହିବାକୁ ପଡିବ । ଈର୍ଷା ପରିତ୍ୟାଗ କଲେ କିଛିଟା ସଫଳତା ମିଳିବ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ଭାଗୁଆଳି ବ୍ୟବସାୟ ଲାଭଜନକ ହେବ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ସହଯୋଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ-ଭାଗ୍ୟଶାଳୀ ହେବେ । ଦିନଟି ଭୋଗ ବିଳାସରେ ଅତିବାହିତ ହେବ । ସୁଖ-ସମୃଦ୍ଧି ପୂର୍ଣ୍ଣଜୀବନ-ଯାପନ କରିପାରନ୍ତି । ଧର୍ମାତ୍ମା, ପ୍ରବାସ, ପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହେବେ ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ- ଧର୍ଯ୍ୟହାରା ହୋଇପାରନ୍ତି ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।

ମକର-ଆୟ ଅଧିକ ହେବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପାଇପାରନ୍ତି ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ଅର୍ଥ ହାନୀହେବ ।
• ଗୃହିଣୀ- ମିତ୍ରସୁଖ ପାଇବେ ।

କୁମ୍ଭ- ସୁଖ-ସନ୍ତୋଷ ଲାଭ କରିପାରନ୍ତି । ବଂଶମର୍ଯ୍ୟାଦା ରକ୍ଷା କରିବାରେ ସକ୍ଷମ ହେବେ । ମନ ପ୍ରସନ୍ନରହିବ । ବ୍ୟବସାୟ ଲାଭଜନକ ହେବ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ- ସତର୍କତାର ଦିନ ।
• ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
• କର୍ମଜୀବି-ସହଯୋଗ ମିଳିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସୁଖଭାରା ଦିନଟି ।

ମୀନ-ସଂପର୍କ ସ୍ଥାପନ କରି ଲାଭବାନ ହୋଇପାରନ୍ତି । ଥଣ୍ଡାକଫରେ ପୀଡିତ ହୋଇପାରନ୍ତି । କର୍ମଚଞ୍ଚଳ ରହିବେ । ଅଧିକବ୍ୟୟର ସମ୍ମୁଖୀନ ହୋଇପାରନ୍ତି ।
• ଚାଷୀ-ଜଳସଞ୍ଚୟ କରନ୍ତୁ ।
• ରୋଗୀ- ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ- ମନରେ ଗର୍ବଭାବ ଆସିବ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ଅର୍ଥ ଲାଭ ହେବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

   Related Posts