ବୁଧବାର ରାଶିଫଳ: ଆବଶ୍ୟକତା ପୂରଣ ସକାଶେ ଧାର କରିବାକୁ ପଡିବ, କର୍ମକ୍ଷେତ୍ରରେ କ୍ଳାନ୍ତି ଅନୁଭବ କରିବେ

Published By : Prameya-News7 Bureau | December 07, 2021 IST

ମେଷ–ଆକସ୍ମିକ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ଆଜି ହଠାତ୍‌ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରିବାକୁ ପଡିବ । ଆଜିର କର୍ମକ୍ଷେତ୍ରରେ କ୍ଳାନ୍ତି ଅନୁଭବ କରିବେ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ବୃଷ–ବହୁ ବିଳମ୍ବରେ ସତ୍ତେ୍ୱ କାମଗୁଡିକ ଠିକ୍‌ ଭାବରେ ସମ୍ପନ୍ନ ନ ହେବାରୁ ମାନସିକ ସ୍ତରରେ ସନ୍ତୁଷ୍ଟ ହୋଇପାରିବେ ନାହିଁ । ଜଣାଶୁଣା ବ୍ୟକ୍ତିଙ୍କ ସହାୟତାରେ ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂରହେବ । ଶୁଭରଙ୍ଗ ଲାଲ୍‌ ।ଶୁଭ ଅଙ୍କ ୫ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ-ସଫଳତା ମିଳିବ ।
• ଗୃହିଣୀ-କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ - ବ୍ୟବସାୟରେ ଲାଭ ହେବ । ଚାକିରୀଜୀବୀଙ୍କୁ ଭଲ ଖବର ମିଳିପାରେ ।ଶିକ୍ଷକଙ୍କୁ ସଫଳତା ମିଳିବ । ଆପଣଙ୍କର ଦାମ୍ପତ୍ୟ ଜୀବନ ସୁଖଦ ରହିବ । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସୁଖୀ ହେବେ ।

କର୍କଟ– ଆଜି ଆପଣ ସୁସ୍ଥସବଳ ଅନୁଭବ କରିବେ । ବ୍ୟବସାୟରେ ସ୍ଥିରତା ବଜାୟ ରହିବ । ମହିଳାମିତ୍ରଙ୍କ ସହଯୋଗ ପାଇପାରନ୍ତି । ଛାତ୍ରଙ୍କୁ ପରିଶ୍ରମର ସୁଫଳ ମିଳିବ ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ଜୈବିକସାର ମାଟିରେ ବ୍ୟବହାର ଉଚିତ୍‌ ।

ସିଂହ –ଆପଣଙ୍କୁ ପୂର୍ବକାର୍ଯ୍ୟର ସୁଫଳ ମିଳିବ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ବିଦ୍ୟାର୍ଥୀଙ୍କୁ ପରିଶ୍ରମର ଉତ୍ତମ ପରିଣାମ ମିଳିବ । ବୁଧ ଚଳନ ଯୋଗୁ କିଛି ଦିନ ସତର୍କ ରହିବାକୁ ପଡିବ । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୭ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

କନ୍ୟା– ପୁଞ୍ଜି ନିବେଶରେ ନୂଆ ପରାମର୍ଶ ମିଳିପାରେ । କଳା ସାହିତ୍ୟ କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ବିଶେଷ ଲାଭ ହୋଇପାରେ । ପ୍ରେମରେ ସଫଳତା ମିଳିବ । ଶୁଭରଙ୍ଗ କଫି ।ଶୁଭ ଅଙ୍କ ୩ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟତତ୍ପର ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ସୁଖଭାରା ଦିନଟି ।

ତୁଳା–ଆପଣଙ୍କର ଆତ୍ମବିଶ୍ୱାସ ବଢିବ । ସାମାଜିକ କାର୍ଯ୍ୟରେ ମହତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବେ । ଛାତ୍ରଙ୍କ ଲାଗି ଦିନଟି ଭଲ ରହିବ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୬ ।
• ଚାଷୀ-ଜମିର ଉର୍ବରତା ପାଇଁ ଜୈବିକସାରର ବ୍ୟବହାର କରନ୍ତୁ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବିଛା–ପୂଜାର୍ଚ୍ଚନାରେ ଅଧିକ ସମୟ ବିତିବ । ପ୍ରତିଷ୍ଠା ବଢିବ ଏବଂ କାରବାରରରେ ଉନ୍ନତି ହେବ । ପାରିବାରିକ ସମ୍ବନ୍ଧ ମଜଭୁତ ହେବ । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୫ ।
• ଗୃହିଣୀ- ପରକୁ ଆପଣାର କରିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ- ଶ୍ରମସାର୍ଥକ ହେବ ।

ଧନୁ – ପୁରୁଣାବନ୍ଧୁଙ୍କ ସହ ଆଲୋଚନା ଦ୍ୱାରା କଷ୍ଟ ଦୂରହେବ । ପରିଶ୍ରମର ଉଚିତ ଫଳ ପାଇବେ । ପ୍ରେମ ଆଳାପରେ ସତେଜତା ଅନୁଭବ କରିବେ । ଶୁଭରଙ୍ଗଲାଲ୍‌ ।ଶୁଭ ଅଙ୍କ ୧ ।
• ଚାଷୀ-କୌଣସି ସମସ୍ୟା ଥିଲେ, କୃଷିବିଭାଗର ପରାମର୍ଶ ନିଅନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବକରିବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ନୂଆଡିଲ୍‌ ମିଳିବ ।
• ଗୃହିଣୀ-ସଜାସଜିରେ ବ୍ୟସ୍ତ ରହିବେ ।

ମକର– ଆପଣଙ୍କର ଜରୁରୀ କାର୍ଯ୍ୟ ପୂରଣ ହେବ । ସମାଜରେ ପ୍ରତିଷ୍ଠା ବଢିବ । ଅଫିସରେ ସମସ୍ତଙ୍କ ସହିତ ଭଲ ତାଳମେଳ ରହିବ । ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
• ଚାଷୀ-ଜଳବାୟୁ ପ୍ରତିସତର୍କରୁହନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କୁମ୍ଭ -ଆଜି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନ୍‌ସନ ଲାଗି ରହିବ । ଆଖି ନ ଦେଖା କଥାକୁ ବିଶ୍ୱାସ କରି ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହେବେ । ଶୁଭରଙ୍ଗ କ୍ରୀମ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଚାଷୀ-ମାଟିରେ ଉର୍ବରତା ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ମୀନ - କାର୍ଯ୍ୟବ୍ୟସ୍ତତା କାରଣରୁ ଆପଣ ଖାଇବା ପିଇବାରେ ଅବହେଳା କରି ନିଜର ସ୍ୱାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ, ମାତ୍ର ସାମାନ୍ୟ ବାଧାବିଘ୍ନ ଘଟିପାରେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୨ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.