Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୧୭୪୦ ଆକ୍ରାନ୍ତ
  • ||
  • ଏସ୍‌ସିବିରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା : ଆଉ ୨ ଜଣଙ୍କୁ ଗିରଫ କଲା ମଙ୍ଗଳାବାଗ ପୋଲିସ
  • ||
  • ନୂଆପଡା : ଭାରସାମ୍ୟ ହରାଇ ଓଲଟିଲା କାର୍, ୩ ଗୁରୁତର
  • ||
  • ଭୁବନେଶ୍ବର : ଭୁବନେଶ୍ବରର ୩ଟି ଶିକ୍ଷାନୁଷ୍ଠାନ ସିଲ୍, ଖୁଲମଖୁଲା କୋଭିଡ୍ ନିୟମର କରିଥିଲେ ଉଲଂଘନ
  • ||
  • ବ୍ରହ୍ମପୁର : ସୁରଟରୁ ଫେରୁଥିଲେ ପ୍ରବାସୀ, ଟ୍ରେନ୍‌ରେ ଚାଲିଗଲା ଜୀବନ
  • ||
  • ଅନୁଗୋଳ : ଭାରସାମ୍ୟ ହରାଇ ଗଛରେ ପିଟିହେଲା କାର୍, ଗୋଟିଏ ପରିବାରର ଜଣେ ମୃତ, ୨ ଆହତ
  • ||
  • ଭୁବନେଶ୍ବର : ‘ହାଇଦର ପାଇଁ ନଥିଲା ପୋଲିସ ସୁରକ୍ଷା ବ୍ୟବସ୍ଥା, କିନ୍ତୁ ପାଖରେ ଥିଲେ ଯୁବତୀ’ – ଲେଖାଶ୍ରୀ
  • ||
  • ସମ୍ବଲପୁର : ଆଜିଠାରୁ ୧୫ ଦିନ ସମ୍ବଲପୁର ବାର୍ ବନ୍ଦ, କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି
  • ||
  • ସୋର : ସରିଥିଲା ନିର୍ବନ୍ଧ, ହେଲେ ପଡିପାରିଲାନି ହାତଗଣ୍ଠି, ଶେଷରେ କାହିଁକି ଝୁଲିପଡିଲେ ଯୁବତୀ ?
  • ||
  • ବାରଙ୍ଗ : ନନ୍ଦନକାନନରୁ ଇନ୍ଦୋର ଯାଉଛନ୍ତି ୧୩ ଜୀବଜନ୍ତୁ, ଧଳା ବାଘୁଣୀ ଓ କଳା ବାଘ ସାମିଲ
  • ||

ବୁଧବାରର ରାଶିଫଳ : ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

14/10/2020 at 5:44 PM

ମେଷ – ଆଜି ସ୍ୱନକ୍ଷତ୍ରସ୍ଥ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ, କାମଗୁଡିକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେବେ । ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ – ଚତୁର୍ଥସ୍ଥ ଶୁକ୍ରଙ୍କ ଯୋଗୁଁ ଲୋକପ୍ରିୟତା ବୃଦ୍ଧି ପାଇବା ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ବିବାଦୀୟ ପରିସ୍ଥିତି ଭିନ୍ନ ରୂପ ନେଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।

ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- କିଛି ଦିନ ସତର୍କ ରୁହନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମିଥୁନ – ଧନାଧିପତିଙ୍କ ଶୁଭତ୍ୱ କାରଣରୁ ଅର୍ଥ ଲାଭ ସହ କାର୍ଯ୍ୟସିଦ୍ଧି ଅବଶ୍ୟ ଘଟିବ । ଜମିଜମା ବିବାଦ କିମ୍ବା କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ଧାର୍ମିକ ହେବେ ।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

କର୍କଟ – ଚନ୍ଦ୍ର ନିଜ ରାଶିରେ ରହିଥିବାରୁ ଦୈହିକ ସୁସ୍ଥତା ସଙ୍ଗକୁ ମାନସିକ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ କ୍ଷେତ୍ରରେ କେହି ଜଣେ ବିନା କାରଣରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ-ସତର୍କତାର ଦିନ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ସଦିଚ୍ଛା ଭାବ ରହିବ ।

ସିଂହ – ଆର୍ଥିକ ପରିସ୍ଥିତି କ୍ରମଶଃ ବଦଳି ଯିବାରୁ ଏକ ପ୍ରକାର ମନ ହାଲୁକା ହୋଇଯିବ । କିନ୍ତୁ କେତୁଙ୍କ କୁପ୍ରଭାବରେ ପରକଥାରେ ପଡି ନିଜ ଲୋକଙ୍କୁ ଭୁଲ୍ ବୁଝିପାରନ୍ତି ।  ଶୁଭ ଅଙ୍କ କଫି । ଶୁଭ ଅଙ୍କ ୫ ।

ଚାଷୀ- ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ଆଜି ଅଭିଳାଷ ପୂରଣ ହେବା ସହ ମଜାମଉଜରେ ଦିନଟି ଅତିବାହିତ କରିବେ । କିନ୍ତୁ ଚିତ୍ରା ନକ୍ଷତ୍ର ବୁଝିବିଚାରି କାମ କରନ୍ତୁ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା – ରାଶ୍ୟାଧିପ ଏକାଦଶ ସ୍ଥାନରେ ରହିଥିବାରୁ କୌଣସି କାମ ଅଟକି ରହିବ ନାହିଁ । କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା – ଆପଣ ଯାହାକୁ ଭଲ ଭାବୁଛନ୍ତି ସେହି ବ୍ୟକ୍ତିଟି ନିଜର ଫାଇଦା ହାସଲ କରିବା ସକାଶେ ସର୍ବଦା ଚେଷ୍ଟିତ ରହିବ । ସ୍ତ୍ରୀଙ୍କ ସହ ମତାନ୍ତର ଘଟିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ସ୍ୱାସ୍ଥ୍ୟ ସମସ୍ୟା ସମ୍ପୂର୍ଣ୍ଣ ନିୟନ୍ତ୍ରଣାଧୀନ ରହିବାରୁ ଏକପ୍ରକାର ଆଶ୍ୱସ୍ତି ଲାଭ କରିବେ । ଘରୋଇ କଥାର ଆଲୋଚନା ସମ୍ପର୍କୀୟ ଅଯଥା ଚିନ୍ତା କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ସହଯୋଗ ମିଳିବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖୀ ହେବେ ।

ମକର – ଆଜି  ଯେଉଁ କାମରେ ହାତଦେବେ ସେଥିରେ ଅତି କମ୍ ସମୟରେ ତାହା ସୁବିଧାରେ ସମ୍ପନ୍ନ ହୋଇ ପାରିବ । ଅଟକି ଥିବା କାମଟି ସହଜରେ ହାସଲ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ  –  ଭୁଲ୍ ବୁଝାମଣା କାରଣରୁ ବିବାଦୀୟ ଘଟଣା ଭିନ୍ନ ଆକାର ଧାରଣ କରିପାରେ, ଏଣୁ ସତର୍କ ରହିବା ଭଲ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାର ସମର୍ଥ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।

ବ୍ୟବସାୟୀ- ମଧୁରଭାଷୀ ହେବେ ।

ଗୃହିଣୀ- ଧୈର୍ଯ୍ୟବାନ୍ ହେବେ ।

ମୀନ – ରାହୁଙ୍କ ଯୋଗୁଁ ଆତ୍ମୀୟଙ୍କ ସ୍ୱାସ୍ଥ୍ୟରେ ଅବନ୍ନତି ଘଟିବା କାରଣରୁ ମନ ବିଷାଦଗ୍ରସ୍ତ ହୋଇପାରେ । କୌଣସି ଶୁଭ ଖବର ପାଇ ମନ ଖୁସି ହୋଇଯିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଅସାଧ୍ୟ  ରୋଗରୁ ମୁକ୍ତ ହେବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

   Related Posts