ବୁଧବାର ରାଶିଫଳ: କରଜଦାତାଙ୍କ ଚାପ ବୃଦ୍ଧି ଯୋଗୁଁ ମାନସିକ ଭାରସାମ୍ୟ ହରାଇବେ

Published By : Prameya-News7 Bureau | October 05, 2021 IST

ମେଷ– ପାରିବାରିକ ଅଶାନ୍ତ୍ଖକ୍ସନିତ ମନ ଅସ୍ଥିର ରହିଲେ ମଧ୍ୟ ସମସ୍ୟା ସମାଧାନ ହୋଇଯିବ । ସଭାସମିତି, ଆନୁଷ୍ଠାନିକ ଓ ସାଙ୍ଗଠନି କକାର୍ଯ୍ୟରେ ପ୍ରଶଂସିତ ହେବେ ।ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୨ ।
• ଚାଷୀ-ଚାଷକାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟା ଆରୋହଣ କରିବେ ।
• କର୍ମଜୀବି-ଅର୍ଥ ମିଳିବ ।
• ବ୍ୟବସାୟୀ-ସଫଳତା ହାତଛଡା ହୋଇଯିବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ବୃଷ–କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ । ବନ୍ଧୁଗହଣରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ନ ରହିଲେ ମନାନ୍ତର ଅବଶ୍ୟମ୍ଭାବୀ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୯ ।
• ଗୃହିଣୀ-ସୁଖଭାରା ଦିନଟି ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମିଥୁନ - ପରିବାରର ସହମତିରେ କୌଣସି ନୂତନ କାର୍ଯ୍ୟରେ ହାତ ଦେଲେ କୃତକାର୍ଯ୍ୟ ହେବେ । ସ୍ୱାର୍ଥସାଧନ ମାନସରେ ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି । ଶୁଭରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
• ଚାଷୀ-ଜଳ ସଞ୍ଚୟ କରନ୍ତୁ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ କ୍ଷତି ହେବ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

କର୍କଟ–ଶନିଙ୍କ କୁପ୍ରଭାବ ରାଶି ଉପରେ ପଡୁଥିବାରୁ ସ୍ୱାସ୍ଥ୍ୟ ଭଲ ରହିବ ନାହିଁ । ଅଧିକାଂଶ ସମୟ କୌଣସି ଅଭାବ ନ ଥାଇ ମଧ୍ୟ ମନଟା ଭଲ ଲାଗିବ ନାହିଁ । ଶୁଭରଙ୍ଗ ନାଲି । ଶୁଭ ଅଙ୍କ ୧ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ସିଂହ –କର୍ମକ୍ଷେତ୍ରରେ କେତେକ ସାମାନ୍ୟ ଭୁଲରୁ କାମଗୁଡିକ ବିଶୃଙ୍ଖଳିତ ହୋଇପାରେ । କରଜଦାତାଙ୍କ ଚାପ ବୃଦ୍ଧି ପାଇବାକୁ ମାନସିକ ଭାରସାମ୍ୟ ହରାଇବେ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୪ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖ ଅନୁଭବ କରିବେ ।

କନ୍ୟା –ପାରିବାରିକ ସଦ୍ଭାବ ଅକ୍ଷୁର୍ଣ୍ଣ ରହିବା ହେତୁ ସାମାନ୍ୟ ମାନସିକ ଶାନ୍ତି ଲାଭ କରିବେ । କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ମଧ୍ୟ ପରକ୍ଷଣରେ ସବୁ ଠିକ୍‌ ହୋଇଯିବ ।ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୫ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ସୁସ୍ଥ ଅନୁଭବ କରିବେ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ନୂଆ ବ୍ୟବସାୟ ଲାଭ ହେବ ।
• ଗୃହିଣୀ-ସୁଖଭାରା ଦିନଟି ।

ତୁଳା–ନିଜର ଅବହେଳା ଜନିତ ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ବନ୍ଧୁଙ୍କ ସମ୍ପର୍କରେ କୌଣସି ଖବର ପାଇ ବିସ୍ମୟ ପ୍ରକାଶ କରିବେ । ଶୁଭରଙ୍ଗ ୟେଲୋ ।ଶୁଭ ଅଙ୍କ ୩ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ବିଛା–ବନ୍ଧୁଙ୍କ ଦ୍ୱାରା ପ୍ରତାରିତ ହୋଇ ମାନସିକ ସ୍ତରରେ କଷ୍ଟ ଅନୁଭବ କରିପାରନ୍ତି । କୌଣସି ଆନୁଷ୍ଠାନିକ ଅଥବା ସାମାଜିକ କାର୍ଯ୍ୟରେ ଯୋଗ ଦେବାକୁ ଆହ୍ୱାନ ଆସିପାରେ । ଶୁଭରଙ୍ଗ ମେରୁନ୍‌ ।ଶୁଭ ଅଙ୍କ ୭ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

ଧନୁ – ଆଜିର କର୍ମକ୍ଷେତ୍ରରେ ପ୍ରତ୍ୟେକ ପରିସ୍ଥିତିରେ କାର୍ଯ୍ୟ ସମ୍ପନ୍ନ କରିବାରେ ଅସୁବିଧା ହେବ ନାହିଁ । ମନ ଭିତରେ ଉଙ୍କି ମାରୁଥିବା ଆଶା ପୂରଣ ହେବାରେ ଜଣେ ବନ୍ଧୁ ସାହାର୍ଯ୍ୟ କରିପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୬ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
• ବ୍ୟବସାୟୀ-ସୁଯୋଗକୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି-ସଫଳତା ହାତଛଡା ହୋଇଯିବ ।
• ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
• ରୋଗୀ-ରୋଗରୁ ମୁକ୍ତ ହୋଇପାରନ୍ତି ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

ମକର– ପରିବାରର ସହମତିରେ ନୂତନ ଯୋଜନା ସକାଶେ ମନ ବଳାଇ କାର୍ଯ୍ୟାରମ୍ଭ କରିପାରନ୍ତି । କ୍ରୟବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବାର ଆଶଙ୍କା ରହିଛି । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୧ ।
• ଚାଷୀ-ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍‌ ।
• ରୋଗୀ-ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
• ଛାତ୍ରଛାତ୍ରୀ-ସାଠରେ ମନ ଦେବେ ।
• କର୍ମଜୀବି-କାର୍ଯ୍ୟରେ ସଫଳ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ -ପାରିବାରିକ କ୍ଷେତ୍ରରେ ଭାବପ୍ରବଣତା ଯୋଗୁ ମନୋବଳ କ୍ରମଶଃ ହ୍ରାସ ପାଇବ । ଦୈନନ୍ଦିନ ଜୀବନ ଯାତ୍ରାରେ ଛୋଟ ଘଟଣା ପ୍ରତିଗୁରୁତ୍ୱ ଦେବା ଭଲ ହେବନି । ଶୁଭରଙ୍ଗ ବ୍ରାଉନ୍‌ । ଶୁଭ ଅଙ୍କ ୪ ।
• ଗୃହିଣୀ-ପୂଜା ପାଠରେ ବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ସ୍ମରଣଶକ୍ତି ପାଇଁ ବୁଧ କାରକଚେର ବ୍ୟବହାର କରନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ମୀନ - ଆଜି ଆପଣ ନିଜକାମ ପଛକୁ ପକାଇ ଅନ୍ୟମାନଙ୍କ ନିର୍ଦ୍ଦେଶରେ କାମ କରିପାରନ୍ତି । ପରିବାର ସକାଶେ ଗୁରୁତ୍ୱପୂର୍ଣ୍ଣ କାମଟି ହାସଲ କରିବା କଷ୍ଟକର ହୋଇପଡିବ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ସଫଳତାକୁ ହାତଛଡା କରନ୍ତୁ ନାହିଁ ।
• ଗୃହିଣୀ-ଘର କାମରେ ବ୍ୟସ୍ତ ରହିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.