ବୁଧବାର ରାଶିଫଳ: ମନ ପ୍ରସନ୍ନ ରହିବ, ପରର ଉପକାର କରି ନିଜେ କ୍ଷତିରେ ପଡିପାରନ୍ତି

Published By : Prameya-News7 Bureau | October 19, 2021 IST

ମେଷ– ପରର ଉପକାର କରି ନିଜେ କ୍ଷତିରେ ପଡିପାରନ୍ତି । ତଥାପି କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିବେ । ମନ ପ୍ରସନ୍ନ ରହିବ । ଧର୍ମ ପରାୟଣ ହେବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୧ ।
• ଚାଷୀ-ଗୋବର କ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-କ୍ରୀଡାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ଲାଭ ହେବ ।
• ଗୃହିଣୀ-ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ବୃଷ–କାର୍ଯ୍ୟରେ ଉନ୍ନତି ଘଟିବ । ଶତ୍ରୁକୁ ଦମନ କରି ଆଶ୍ୱସ୍ତ ହେବେ । ଭାଗ୍ୟଶାଳୀ ହେବେ । ପରଦେଶ ବାସୀ, ସହନଶୀଳ, ମିଷ୍ଟଭାଷୀ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟା ପ୍ରେମୀ ହେବେ । ଶୁଭରଙ୍ଗ କଫି । ଶୁଭ ଅଙ୍କ ୬ ।
• ଗୃହିଣୀ-ପିଲାମାନଙ୍କ ପ୍ରତିଚିନ୍ତାରେ ରହିବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ଜଳଯାତ୍ରା ମନା ।
• ଛାତ୍ରଛାତ୍ରୀ-ଗ୍ରୀନ୍‌ ରଙ୍ଗର ଆସନରେ ବସି ପଢନ୍ତୁ ।
• ରୋଗୀ-ଅସାଧ୍ୟ ରୋଗରୁ ମୁକ୍ତ ହେବେ ।
• ଚାଷୀ-ଜଳବାୟୁ ବିଷୟରେ ସଠିକ୍‌ ବିବରଣୀ ନିଅନ୍ତୁ ।

ମିଥୁନ -ଉତ୍ତମ ହିତୈଷୀ ବନ୍ଧୁଙ୍କ ଦର୍ଶନ ମିଳିବ । ଶ୍ରୀଚନ୍ଦ୍ର ଭୋଗ ହେଉ ଥିବାରୁ ଉତ୍ତମ ଭୋଜନ ମିଳିବ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ ।ଶୁଭରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
• ଚାଷୀ-ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୟାରେ ମନ ଦେବେ ।
• କର୍ମଜୀବି-ସମ୍ମାନିତ ହେବେ ।
• ବ୍ୟବସାୟୀ-ଅର୍ଥ ହାନୀ ହେବ ।
• ଗୃହିଣୀ-ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ-ଖାଦ୍ୟ ପେୟରେ ତୃପ୍ତି ଲାଭ କରିପାରନ୍ତି । ଧନକ୍ଷୟ ହେବାର ସମ୍ଭାବନା ଅଛି । ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି । ଚଞ୍ଚଳ ସ୍ୱଭାବର ହେବେ । ଶୁଭରଙ୍ଗ ଧଳା । ଶୁଭ ଅଙ୍କ ୯ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି-ସହଯୋଗ ମିଳିବ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ଅସାଧ୍ୟ ରୋଗରେ ପୀଡିତ ହେବେ ।
• ଚାଷୀ-ଚାଷରେ ଉନ୍ନତି ପାଇଁ କୃଷିବିଭାଗର ପରାମର୍ଶ ନିଅନ୍ତୁ ।

ସିଂହ– ସାଧନାରେ ସିଦ୍ଧି ପ୍ରାପ୍ତ ହେବେ । ଆୟ ବୃଦ୍ଧିର ସୂଚନା ମିଳୁଛି । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ ।ସୁଶୀଳ ପତ୍ନୀର ସହଚର୍ଯ୍ୟା ମିଳିବ । ଶୁଭରଙ୍ଗ ନୀଳ । ଶୁଭ ଅଙ୍କ ୪ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ବିଦ୍ୱାନ୍‌ ହେବେ ।
• କର୍ମଜୀବି-କାର୍ଯ୍ୟକରି ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା– ଗୋଳମାଳ ଲାଗି ରହି ଥିବାକାର୍ଯ୍ୟର ସୁ-ସମାଧାନ କରିପାରନ୍ତି ।ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । କୁଳଉଦ୍ଧାରକ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଶୁଭରଙ୍ଗ ଲାଲ୍‌ । ଶୁଭ ଅଙ୍କ ୭ ।
• ଗୃହିଣୀ-ସୁଖୀ ହେବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
• କର୍ମଜୀବି-ଉନ୍ନତିର ମାର୍ଗ ମିଳିବ ।
• ଛାତ୍ରଛାତ୍ରୀ-ଉଚ୍ଚ ଶିକ୍ଷା ଆବଶ୍ୟକ ।
• ରୋଗୀ-ଅସୁସ୍ଥ ଅନୁଭବ କରିବେ ।
• ଚାଷୀ-କୀଟ ନାଶକର ସଠିକ୍‌ ସମୟରେ ବ୍ୟବହାର କରନ୍ତୁ ।

ତୁଳା–ଦ୍ୱନ୍ଦ୍ୱରେ ପଡିଲେ ବି କାର୍ଯ୍ୟକୁ ଆଗେଇ ନେଇ ପାରନ୍ତି । ପରୋପକାରୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ କରିବେ । ଶୁଭରଙ୍ଗ ଗ୍ରୀନ୍‌ । ଶୁଭ ଅଙ୍କ ୩ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ରୋଗୀ-ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍‌ ଖାଆନ୍ତୁ ।
• ଛାତ୍ରଛାତ୍ରୀ-ବ୍ୟାୟାମ୍‌ କରନ୍ତୁ ।
• କର୍ମଜୀବି-ଉନ୍ନତିରମାର୍ଗ ମିଳିବ ।
• ବ୍ୟବସାୟୀ- ବିଜୟୀ ହେବେ ।
• ଗୃହିଣୀ- ସଦିଚ୍ଛାଭାବ ରହିବ ।

ବିଛା–ଅପ୍ରିୟ ପରିସ୍ଥିତି ଉପୁଜି ପାରେ । ଶାରିରୀକ ପୀଡା ଅନୁଭବ କରିପାରନ୍ତି ।ସ୍ୱାଭିମାନୀ ହେବେ । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୮ ।
• ଗୃହିଣୀ- ଧର୍ଯ୍ୟବାନ୍‌ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• କର୍ମଜୀବି- କରତ୍‌କର୍ମା ହେବେ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• ରୋଗୀ-ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।

ଧନୁ –କାର୍ଯ୍ୟରେ ସଫଳ ରୂପାୟନ କରି ପ୍ରଶଂସିତ ହେବେ । ମନ ପ୍ରସନ୍ନ ରହିବ ।ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ବ୍ରତୀ ହୋଇପାରନ୍ତି । ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୪ ।
• ଚାଷୀ-ଆଧୁନିକ ପଦ୍ଧତିରେ ଚାଷକାର୍ଯ୍ୟ କରିବେ ।
• ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
• ଛାତ୍ରଛାତ୍ରୀ-ବିଜ୍ଞ ହେବେ ।
• କର୍ମଜୀବି-କାର୍ଯ୍ୟବ୍ୟସ୍ତ ରହିବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ-ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମକର–ଧର୍ମକାର୍ଯ୍ୟ ଗ୍ରହଣ କରି କୃତକାର୍ଯ୍ୟ ହୋଇପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚକ୍ଷୁ ଯନ୍ତ୍ରଣା ଉପୁଜି ପାରେ । ଶୁଭରଙ୍ଗ ମେରୁନ୍‌ । ଶୁଭ ଅଙ୍କ ୨ ।
• ଗୃହିଣୀ- ମିତ୍ରସୁଖ ପାଇବେ ।
• ବ୍ୟବସାୟୀ-ହାତକୁ ଆସୁଥିବା ଡିଲ୍‌କୁ ହାତଛଡା କରନ୍ତୁ ନାହିଁ ।
• କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
• ଛାତ୍ରଛାତ୍ରୀ-ବହୁ ପରିଶ୍ରମ କରିବାକୁ ପଡିବ ।
• ରୋଗୀ-ସାମାନ୍ୟସୁସ୍ଥ ଅନୁଭବ କରିବେ ।
• ଚାଷୀ-ଗୋବରକ୍ଷତର ବ୍ୟବହାର କରିବା ଉଚିତ୍‌ ।(ପରୀକ୍ଷିତ)

କୁମ୍ଭ -ଜନୈକା ମହିଳାଙ୍କ ଠାରୁ ପ୍ରେରଣା ମିଳିପାରେ । ନ୍ଖକ୍ସ ସମ୍ମାନକୁ ଜଗି ଚଳିବାକୁ ପଡିବ । ଚଞ୍ଚଳ ପ୍ରକୃତିର ହେବେ । ଆକସ୍ମିକ ଧନଲାଭର ସୂଚନା ମିଳୁଛି । ଶୁଭରଙ୍ଗ ପିଚ୍‌ । ଶୁଭ ଅଙ୍କ ୫ ।
• ଚାଷୀ- ଶ୍ରମସାର୍ଥକ ହେବ ।
• ରୋଗୀ-ବ୍ୟାୟାମ୍‌ କରିବା ଉଚିତ୍‌ ।
• ଛାତ୍ରଛାତ୍ରୀ-ଯୋଗ, ସ୍ମରଣଶକ୍ତି ବଢାଇଥାଏ ।
• କର୍ମଜୀବି-ସୁରୁଖୁରୁରେ କାର୍ଯ୍ୟ କରିବେ ।
• ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
• ଗୃହିଣୀ- ପରକୁ ଆପଣାର କରିବେ ।

ମୀନ -ବନ୍ଧୁ ସହଯୋଗ ମିଳିପାରେ । ବାଦ-ବିବାଦର ସମ୍ମ୍‌ୁଖୀନ ହୋଇପାରନ୍ତି । ଉଦାର ସ୍ୱଭାବର ହେବେ । ଦାନଶୀଳ ହେବେ । ସୁସ୍ଥ ଓ ନିରାମୟ ରହିବେ । କୃଷି କର୍ମକାରୀ ହୋଇପାରନ୍ତି । ଶୁଭରଙ୍ଗ ପିଙ୍କ୍‌ । ଶୁଭ ଅଙ୍କ ୭ ।
• ରୋଗୀ-ଆଜିକିଛି ଦିନ ସତର୍କ ରୁହନ୍ତୁ ।
• ଚାଷୀ-ଜଳବାୟୁ ବିଭାଗ ସହ ଯୋଗାଯୋଗ ରଖନ୍ତୁ ।
• ଛାତ୍ରଛାତ୍ରୀ-ପାଠପଢାରେ ମନ ଦେବେ ।
• କର୍ମଜୀବି-ପ୍ରଶଂସିତ ହେବେ ।
• ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
• ଗୃହିଣୀ- ପରକୁ ଆପଣାର କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.