ରାଶିଫଳ: ଜାଣନ୍ତୁ ଆସନ୍ତାକାଲି କେମିତି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | December 01, 2020 IST

ମେଷ – ବୁଧବାର ଆର୍ଥିକ ଉନ୍ନତି ଓ ବନ୍ଧୁମିଳନରୁ ଆନନ୍ଦ ଅନୁଭବ କରିବେ । ଭାଇ, ବନ୍ଧୁ ତଥା ପଡୋଶୀମାନଙ୍କ ସହ ସମତାଳ ଦେଇ ଚଳିବା ପାଇଁ ଚେଷ୍ଟା କଲେ ସୁଫଳ ମିଳିପାରିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ- ଅସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ହସଖୁସିରେ ବନ୍ଧୁ ଓ ପ୍ରିୟଜନଙ୍କ ସହ ସମୟ ଅତିବାହିତ କରିବେ । ପରିବାରରେ ବିଭିନ୍ନ ବ୍ୟୟ ବରାଦର ଭରଣା କରିବା ସକାଶେ ବ୍ୟସ୍ତତା ବଢିଯାଇପାରେ । ମହିଳାଙ୍କ ମନୋରଞ୍ଜନରେ ରୁଚି ବଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨।

ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ - ଆଜି ଯେଉଁ କାମରେ ହାତ ଦେବେ ସେଥିରେ ସଫଳତା ନିଶ୍ଚିତ ପାଇବେ । ମାତ୍ର ଆକସ୍ମିକ ଭାବରେ ବ୍ୟୟ ବୃଦ୍ଧି ଯୋଗୁଁ କିମ୍ବା ପରିବହନରେ ସମସ୍ୟା ହେତୁ ବ୍ୟସ୍ତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।   

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଜ୍ଞ ହେବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।                                                                                        

କର୍କଟ – ଅଧିକାଂଶ ସମୟ ତର୍କ ବିତର୍କ କାରଣରୁ କର୍ମକ୍ଷେତ୍ରରେ ଅଶାନ୍ତ ରହିବେ । ସଭାସମିତି କିମ୍ବା ଅଫିସରେ ଏକ ମାମୁଲି ଘଟଣାରେ ଉଚ୍ଚବାଚ ଘଟିପାରେ । ଆଜିର ପ୍ରତ୍ୟୁଷ ଯାତ୍ରା ଓ ମାଙ୍ଗଳିକ କାମରୁ ଖୁସି ରହିବେ । ଶୁଭ ରଙ୍ଗ କ୍ରୀମ୍। ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।

ଗୃହିଣୀ- ସୁଖୀ ହେବେ ।

ସିଂହ – ପରିସ୍ଥିତିରେ ପଡି ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । ବକେୟା ଅର୍ଥ ଆଦାୟ କରିବାରେ ବିଭିନ୍ନ କୌଶଳ ଅବଲମ୍ବନ କରିବାକୁ ପଡିପାରେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୨ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ଚକ୍ଷୁ ପୀଡା ହେବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କନ୍ୟା – ପାରିବାରିକ ସମସ୍ୟା ନେଇ ମନରେ ଭାବପ୍ରବଣତା ସୃଷ୍ଟି ହେବ । ବାକ୍ ଅସଞ୍ଜମତା ଯୋଗୁଁ ବନ୍ଧୁଙ୍କ ସହ ମନୋମାଳିନ୍ୟ ହୋଇପାରେ । ନିୟମରେ କାମ କରି ସମାଲୋଚିତ ହୋଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ପ୍ରଚୁର ଲାଭ ହେବ ।

ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା – ନୂତନ ପରିବେଶ ଓ ପାରପାଶ୍ୱିର୍କ ସ୍ଥିତିର ପରିବର୍ତ୍ତନ ମନକୁ ସାମୟିକ ସରସ ସୁନ୍ଦର କରିବ । ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ କିଛି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଧୂସର । ଶୁଭ ୪ ।

ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

ବିଛା – ପ୍ରତ୍ୟୁଷ ଯାତ୍ରାରେ ସଫଳତା ଅବଶ୍ୟ ମିଳିବ ଓ ଜଣେ ବନ୍ଧୁଙ୍କ ଅବଦାନ ଅବିସ୍ମରଣୀୟ ରହିଯିବ । ପ୍ରଶାସନିକ ସ୍ତରରେ ବ୍ୟସ୍ତତା ଦୂର ହୋଇଯିବ । କ୍ରୀଡା କ୍ଷେତ୍ରରେ ସଫଳତା ମିଳିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସ୍ୱାଭିମାନୀ ହେବେ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ଧନୁ – ପୂର୍ବ ସମସ୍ୟା ଦୂରେଇ ଯାଇ ଥିବାରୁ ମନ ଏକପ୍ରକାର ହାଲୁକା ରହିବ । କିନ୍ତୁ କେତେକ ଘଟଣାରେ ଠିକ୍ ନିଷ୍ପତ୍ତି ନେବାରେ ସମସ୍ୟା ଦେଖାଦେଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ସୁଖଭାରା ଦିନଟି ।

ମକର – ସତର୍କତାର ସହ କାମ ନ କଲେ ନିଜ ଲୋକମାନେ ଶତ୍ରୁତା କରି ବସିବେ । ଅନ୍ୟମାନଙ୍କ କଥା ରକ୍ଷା କରିବାକୁ ଯାଇ ବନ୍ଧୁଦ୍ୱାରକୁ ଗମନ କରିବେ । ମହିଳାମାନେ ନିଜ ଲୋକଙ୍କ ଠାରୁ ସମ୍ପର୍କ ହରାଇବେ। ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।

ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।

ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କୁମ୍ଭ  - ପ୍ରାତଃ ଭ୍ରମଣ ସକାଶେ ମନ ବଳାଇ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି । ଦୀର୍ଘ ସମୟରୁ ପ୍ରତୀକ୍ଷା କରି ପରିଶେଷରେ ପଡୋଶୀଙ୍କ ଠାରୁ ଶୁଭ ଖବର ପାଇ ଖୁସି ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ରୋଗୀ- ଆୟୁର୍ବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ବିଜୟୀ ହେବେ ।

ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ - ନିୟମାନୁବର୍ତ୍ତିତା ଓ କାର୍ଯ୍ୟଦକ୍ଷତା କାରଣରୁ କର୍ମକ୍ଷେତ୍ରରେ ସଫଳତା ଅବଶ୍ୟ ପାଇବେ । ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରନ୍ତୁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.