ବୁଧବାରର ରାଶିଫଳ: ଜାଣନ୍ତୁ ଆସନ୍ତାକାଲି କେମିତି କଟିବ ଆପଣଙ୍କର ଦିନ

Published By : Prameya-News7 Bureau | November 17, 2020 IST

ନଭେମ୍ଵର ୧୭।୧୧: ମେଷ – କଳ-ବଳ କୌଶଳ ପ୍ରୟୋଗ କରି କାର୍ଯ୍ୟ ହାତକୁ ଆଣି ପାରନ୍ତି । ଦୟାଳୁ ସ୍ୱଭାବର ହେବେ । ଆକସ୍ମିକ ଯାତ୍ରା କରିବାର ସୁବିଧା ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬।

ଚାଷୀ- ଉତ୍ତମ ଫଳ ପାଇବେ ।

ରୋଗୀ- ଆର୍ୟୁବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।

କର୍ମଜୀବି- କର୍ମ କ୍ଷେତ୍ରରେ  ଉନ୍ନତି ମିଳିବ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ – ଧନ ସ୍ଥାନ ପାପଯୁକ୍ତ ଯୋଗୁ ଅର୍ଥ ସମ୍ପର୍କୀୟ ସାମାନ୍ୟ ସମସ୍ୟା ଆସିବାର ଆଶଙ୍କା ଦେଖା ଦେବ । ବନ୍ଧୁ ପରାମର୍ଶରେ କୌଣସି ନୂତନ ଯୋଜନା କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।

କର୍ମଜୀବି- କରତ୍‌କର୍ମା ହେବେ ।

ବ୍ୟବସାୟୀ- ଅର୍ଥ ଲାଭ ହେବ ।

ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ - ଆପଣଙ୍କ ରାଶିରେ ବୁଧ ପାପଗ୍ରହ ରାହୁ ଯୁକ୍ତ ହୋଇଥିବାରୁ ବିଚାରଧାରାର ବିଭିନ୍ନତା ମାନସିକ ଅସ୍ଥିରତାର କାରଣ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ରୋଗୀ- ବ୍ୟାୟାମ କରିବା ଉଚିତ୍ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- ପ୍ରଶଂସିତ ହେବେ ।

ବ୍ୟବସାୟୀ- ସଫଳତା ମିଳିବ ।

ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କର୍କଟ – ଆଜି ଏକାଦଶସ୍ଥ ଶୁକ୍ରଙ୍କ ଯୋଗୁ ଅନ୍ୟମାନଙ୍କ ସାହାର୍ଯ୍ୟ ଲାଭ କରି କାର୍ଯ୍ୟ ହାସଲ କରିପାରିବେ । ଦୀର୍ଘ ଦିନରୁ ଅଟକି ଥିବା କାର୍ଯ୍ୟ ଆରମ୍ଭ ହେବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ରୋଗୀ- ବ୍ୟାୟାମ କରିବା ଉଚିତ୍ ।

ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।

କର୍ମଜୀବି- ସମ୍ମାନିତ ହେବେ ।

ବ୍ୟବସାୟୀ- ଅର୍ଥ ହାନୀ ହେବ ।

ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ରାହୁ ଯୁକ୍ତ ବୁଧ ହେତୁ ଟଙ୍କା ପଇସା ଯୋଗାଡ କରିବା ସକାଶେ ବିଭିନ୍ନ ପ୍ରକାରର ଫନ୍ଦି ଫିକର କରିବାକୁ ପଡିପାରେ । ବହୁତ ଦିନରୁ ଖୋଜୁଥିବା ଜିନିଷ ସନ୍ଧ୍ୟା ଡେରିରେ ମିଳିବ ।  ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୯ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।

ରୋଗୀ- ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

କନ୍ୟା – ନିଜ ଭାବରୁ ଧନାଧିପ ଅଷ୍ଟମସ୍ଥ ହେତୁ ଅର୍ଥାଭାବ କାରଣରୁ ମାନସିକ ସ୍ଥିତି ସେତେଟା ଭଲ ରହି ନ ପାରେ ।  ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ ।  ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।

ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।

ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।

କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।

ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।

ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା – ଦୁଃସ୍ଥାନସ୍ଥ ଶୁକ୍ର ପ୍ରଭାବରେ ମନରେ ସୁଖ, ସୌହାର୍ଦ୍ଦ୍ୟ ନ ଥିଲେ ମଧ୍ୟ କେତେକ କାମ ବାଧ୍ୟତା ମୁଳକ ଭାବରେ କରିବାକୁ ପଡିପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।

ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ରୋଗୀ- ସତର୍କତାର ଦିନ ।

ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।

ଗୃହିଣୀ- ଧାର୍ମିକ ହେବେ ।

ବିଛା – ମଙ୍ଗଳଗ୍ରହ ଧାତ୍ମିକ ରାଶିରେ ଥିବାରୁ ଆଜି କୌଣସି ସ୍ଥାନରେ ସ୍ଥିର ଭାବରେ ରହିପାରିବେ ନାହିଁ । ପାରିବାରିକ ପ୍ରତିରୋଧ ଅଧିକାଂଶ ସମୟ କାମକୁ ବିଶୃଙ୍ଖଳିତ କରିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।

କର୍ମଜୀବି- ଅର୍ଥ ହାନୀ ହେବ ।

ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।

ଗୃହିଣୀ- ଧର୍ଯ୍ୟବାନ ହେବେ ।

ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

ଧନୁ – ଆଜି ସ୍ୱାସ୍ଥ୍ୟ ସମସ୍ୟା ବହୁଳାଂଶରେ ସୁଧୁରି ଯିବାର ସମ୍ଭାବନା ରହିଛି । ଅଭାବ ଲାଗି ରହିଥିଲେ ମଧ୍ୟ ଅଳଙ୍କାର, ଔଷଧପତ୍ର ଓ ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।

ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

ରୋଗୀ- ୟୋଗା କରନ୍ତୁ ।

ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।

କର୍ମଜୀବି- ଜଳଯାତ୍ରା ମନା ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମକର – ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବାରେ କୌଣସି ଅସୁବିଧା ରହିବ ନାହିଁ । କିନ୍ତୁ ପାଖ ପଡୋଶୀମାନଙ୍କ ସହ ବ୍ୟବହାରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହୋଇପଡିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।

ଚାଷୀ- ଶ୍ରମ ସାର୍ଥକ ହେବ ।

ରୋଗୀ- ଆ‌ର୍ୟୁବେଦୀ ଚିକିତ୍ସା ଲାଭ ଦେବ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- ସମ୍ମାନ ପାଇବେ ।

ବ୍ୟବସାୟୀ- ଚୌର ଭୟ ଅଛି ।

ଗୃହିଣୀ- ଭାଗ୍ୟଶାଳୀ ହେବେ ।

କୁମ୍ଭ  - ସମସ୍ୟା ପ୍ରତିହତ କରି କର୍ମକ୍ଷେତ୍ରରେ ନିଜର ସ୍ଥିତିକୁ ସୁଦୃଢ କରିବାରେ ସମର୍ଥ ହେବେ । ଯେତେ ପ୍ରକାରର ସମସ୍ୟା ଆସିଲେ ମଧ୍ୟ ଆପଣଙ୍କର କୌଣସି ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।

ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।

କର୍ମଜୀବି- କର୍ମଚଞ୍ଚଳ ରହିବେ ।

ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।

ଗୃହିଣୀ- ଧାର୍ମିକ ହେବେ ।

ମୀନ - ପରିବାରରେ ସନ୍ତାନମାନଙ୍କ ବିଶୃଙ୍ଖଳିତ ଆଚରଣ, କିଛିଟା ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିପାରେ । ସତର୍କରେ ନ ଚଳିଲେ ବିବାଦ ଭିତରକୁ ଟାଣି ହୋଇଯିବାର ସୂଚନା ରହିଛି । ଶୁଭ ରଙ୍ଗ ଗ୍ରୀନ୍। ଶୁଭ ଅଙ୍କ ୬ ।

ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।

ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।

ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।

କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।

ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।

ଗୃହିଣୀ- ସୁଖ ଅନୁଭବ କରିବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.