Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

ବୁଧବାର ରାଶିଫଳ, ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ

10/11/2020 at 7:30 PM

ମେଷ – ଭାଗ୍ୟସ୍ଥାନକୁ ଚନ୍ଦ୍ର ଦୃଷ୍ଟି ଯୋଗୁ ହସଖୁସିରେ ସମୟ ଅତିବାହିତ କରିବାର ସୁଯୋଗ ପାଇବେ । ପରିବାରର ବିଗତ ଦିନର ସମସ୍ୟାଗୁଡିକ ସାମାଦାନ ସକାଶେ ପ୍ରଯତ୍ନ କଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ – ଆଦୌ ଆଶା କରି ନ ଥିବା କୌଣସି ଜିନିଷ କିମ୍ବା ଖବର ପାଇ ଖୁସି ହୋଇଯିବେ । କର୍ମକ୍ଷେତ୍ରରେ ଅପରିଚିତ ବ୍ୟକ୍ତି ଠାରୁ ଦୂରେଇ ରହିବା ଭଲ । ରୋଜଗାର ଠାରୁ ଖର୍ଚ୍ଚ ବଢିଯାଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ – ଗତକାଲିର ବିଷୟରେ ପର୍ଯ୍ୟାଲୋଚନା କରି ଅନ୍ୟମନସ୍କ ରହିପାରନ୍ତି । କୌଣସି କ୍ଷେତ୍ରରେ ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିପାରନ୍ତି । ମାଲିମୋକଦ୍ଦମାରେ ସଫଳତା ପାଇବା କଷ୍ଟକର ହୋଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ – କାର୍ଯ୍ୟ ସାଧନାରେ ନିଜ ଲୋକଙ୍କ ତରଫରୁ ସହ-ଯୋଗ ପାଇବାରେ କୌଣସି ଅସୁବିଧା ରହିବ ନାହିଁ । ଲେଖାପଢା, ଆଲୋଚନା, ଚୁକ୍ତିପତ୍ର କ୍ଷେତ୍ରରେ ସୁଫଳର ଆଶା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

ସିଂହ – ରୁଗ୍‌ଣ ପିତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଘଟିବା କାରଣରୁ ମନ ଏକ ପ୍ରକାର ହାଲୁକା ହୋଇଯିବ । ଧାର କରଜ କରି ଆବଶୟକତା ପୁରନ କରିବା ପାଇଁ ମନସ୍ଥ କରିପାରନ୍ତି । ଶୁଭ କଫି । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

କନ୍ୟା – ବିଭିନ୍ନପ୍ରକାର କାମରେ ଅନୁପ୍ରବେଶ କରି ମନକୁ ଭାରାକ୍ରାମ୍‌ତ କରିପାରନ୍ତି । କର୍ମକ୍ଷେତ୍ରରେ ଏକ ସାଧାରଣ ଘଟଣାରେ ଉଚ୍ଚବାଚ ଓ ବିତର୍କ ଘଟିପାରେ । ପଡୋଶୀଙ୍କ ସହ ସୁସମ୍ପର୍କ ରକ୍ଷା କରିବାରେ ସମର୍ଥ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା – ଆଶା କରୁଥିବା ଦିଗରୁ ଅର୍ଥ ପାଇବେ କିନ୍ତୁ ଏଥିପାଇଁ ଆପଣଙ୍କୁ ସାମାନ୍ୟ କଷ୍ଟ ସ୍ୱୀକାର କରିବାକୁ ପଡିବ । ବନ୍ଧୁମାନଙ୍କ ଆଚରଣରେ ଅସନ୍ତୁହ୍‌ଟ ରହିବେ କିନ୍ତୁ ମୁହଁ ସାମ୍‌ନାରେ କିଛି କହିପାରିବେ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା – ଅନ୍ୟମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍ ରାସ୍ତାରେ ପାଦ ଦେବା ଆସୁବିଧାର କାରନ ହୋଇପାରେ । ଆର୍ଥିକ ସ୍ୱଚ୍ଛଳତା ଫେରିଆସିବାରୁ ସାମୟିକ ଆତ୍ମତୃପ୍ତି ଲାଭ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ – ସମସ୍ୟାର ସରଳ ସାମାଧାନ କରିବାରେ ସଫଳତା ହାସଲ କରିପାରିବେ । ପାରିବାରିକ କଳହ, କଚେରି ମାମଲାରେ ଟେନ୍‌-ସନ ଓ କର୍ମକ୍ଷେତ୍ରରେ ଅସ୍ଥିରତା ମାନସିକ ଅଶାନ୍ତିର କାରଣ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୮ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମକର – ଯେତେ ପ୍ରକାର ଭଲ କାମ କଲେ ମଧ୍ୟ ଶତ୍ରୁତା, ଈର୍ଷାପରାୟଣ, ଅସୁସ୍ଥତା ଓ ଅଭାବବୋଧ ଯୋଗୁ ମନ ଭାରାକ୍ରାନ୍ତ ରହିବ । ହଜି ଯାଇଥିବା ଜିନିଷ ପାଇଁ ବ୍ୟସ୍ତତା ବଢିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ – ଆଜି ଆନୁଷ୍ଠାନିକ କାମରେ ସମ୍ମାନନୀୟ ବ୍ୟକ୍ତି ବିଶେଷ ସହାୟତା କରିବାର ଆଶା ରହିଛି । କଥା କଟାକଟି କାରନରୁ ପରିବାରରେ ଅଶାନ୍ତ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ – ପରିବାର କଥା ନେଇ ବନ୍ଧୁଙ୍କ ସହ ଅଧିକାଂଶ ସମୟ ଆଲୋଚନା କରି କୌଣସି ସିଦ୍ଧାନ୍ତରେ ଉପନୀତ ହୋଇପାରନ୍ତି । ବ୍ୟବସାୟ ଏବଂ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ମଧ୍ୟ ଦୂର ହୋଇଯିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।

   Related Posts