Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାରିପଦା : ଦିନ ଦ୍ବିପ୍ରହରରେ ଲୁଟ୍, ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପିନେଲେ ଦୁର୍ବୃତ୍ତ
  • ||
  • ବାରିପଦା : ୪୦ ଲକ୍ଷ ଟଙ୍କାର ଧଳା ଜହର ଜବତ, ଜଣେ ଗିରଫ
  • ||
  • ଖୋର୍ଦ୍ଧା : ଅଟୋ ଓ କାର୍ ମୁହାଁମୁହିଁ ଧକ୍କା, ୮ ଆହତ
  • ||
  • ଝାରସୁଗୁଡା : ଜାଲ୍ ନୋଟ୍ କାରବାରର ପର୍ଦ୍ଦାଫାଶ, ୫୭ହଜାର ଟଙ୍କାର ନକଲି ନୋଟ୍ ଜବତ, ରେଳବାଇ କର୍ମଚାରୀ ଗିରଫ
  • ||
  • ପୁରୀ : ମହାପ୍ରଭୁଙ୍କ ଦର୍ଶନ ପାଇଁ ବ୍ୟାରିକେଡ଼ରେ କରିଥିଲେ ଅପେକ୍ଷା, ହଠାତ୍ ଅସୁସ୍ଥ ହୋଇପଡିଲେ ଭକ୍ତ
  • ||
  • ଅନୁଗୋଳ : ଅନନ୍ତ କୋଇଲା ଖଣିରେ ଅଘଟଣ, କୋଇଲା ଲୋଡିଂ ବେଳେ ପୋତିହୋଇଗଲେ ଜଣେ
  • ||
  • ବ୍ରହ୍ମପୁର : ଭିଜିଲାନ୍ସ ପଞ୍ଝାରେ ଆରଆଇ, ଜମି ନିର୍ଦ୍ଧାରଣ ପାଇଁ ୫ ହଜାର ଟଙ୍କା ନେବାବେଳେ ଧରାପଡିଲେ
  • ||
  • ଭୁବନେଶ୍ବର : ଦିନରେ ରଙ୍ଗମିସ୍ତ୍ରୀ, ରାତିରେ ଚୋରୀ, ୫ ବର୍ଷ ଧରି ଖୋଜୁଥିଲା ପୋଲିସ, ଶେଷରେ ଧରାପଡିଲା
  • ||
  • କଟକ : ରମଜାନ ପାଇଁ ସିଏମସିର ଗାଇଡ୍‌ଲାଇନ୍, ନମାଜ ପାଠ ପାଇଁ ୧୦୦ ଲୋକଙ୍କୁ ଅନୁମତି
  • ||
  • ଜଳେଶ୍ବର : ନଦୀ ପଠାରୁ ମହିଳାଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ, ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ ବାପଘର
  • ||

ଭବାନୀପାଟଣାରେ ସାପ୍ତାହିକ ହାଟ ବନ୍ଦ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନିଷ୍ପତ୍ତି

6/04/2021 at 8:39 AM

କଳାହାଣ୍ଡି ୦୬।୦୪: ଅନିର୍ଦ୍ଧିଷ୍ଟ କାଳ ପାଇଁ ଭବାନୀପାଟଣା ସାପ୍ତାହିକ ହାଟ ବନ୍ଦ । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ବନ୍ଦ ନିଷ୍ପତ୍ତି ନିଆଯାଇଛି । ବାହାର ରାଜ୍ୟର ବ୍ୟବସାୟୀଙ୍କ ଆସିବା ଉପରେ ମଧ୍ୟ କଟକଣା ଲଗାଇଛି ଜିଲ୍ଲା ପ୍ରଶାସନ ।

କରୋନା ସଂକ୍ରମଣ କୁ ଦେଖି ଭବାନୀପାଟଣା ସାପ୍ତାହିକ ହାଟ କୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ପ୍ରଶାସନ। ମଙ୍ଗଳବାର ଓ ଶନିବାର ଜିଲ୍ଲାର ସଦର ମହକୁମା  ହାଟରେ ପ୍ରବଳ ଜନସମାଗମ ହୋଇଥାଏ। ଜନସାଧାରଣଙ୍କ ସମାଗମ ତଥା ଜିଲ୍ଲା ତଥା ରାଜ୍ୟ ବାହାରୁ ବ୍ୟବସାୟୀଙ୍କ ଆଗମନକୁ ରୋକିବାକୁ ପ୍ରଶାସନ ଏପରି ନିଷ୍ପତ୍ତି ନେଇଛି। ସେହିପରି ଗତକାଲି ଠାରୁ ଜିଲ୍ଲାରେ ନାଇଟ କର୍ଫ୍ୟୁ ଆରମ୍ଭ ହୋଇଛି। ବିଶେଷ କରି ଛତିଶଗଡ ଓ କଳାହାଣ୍ଡି ସୀମାନ୍ତରେ ଦିବାରାତ୍ରି  ଚେକିଂ କଡ଼ାକଡ଼ି କରାଯାଉଛି ।

   Related Posts