Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁଙ୍କ ପରଲୋକ

1/02/2021 at 3:27 PM

ସମ୍ବଲପୁର ୧।୨: ଜଣାଶୁଣା ଗୀତିକାର ତଥା ବାଦ୍ୟଶିଳ୍ପୀ କୃପାସିନ୍ଧୁ ଗୁରୁଙ୍କ ପରଲୋକ । ସମ୍ବଲପୁର କଳାପରିଷଦ ସହ ଜଡିତ ଥିଲେ କୃପାସିନ୍ଧୁ । ସମ୍ବଲପୁର ଆକାଶବାଣୀ କେନ୍ଦ୍ରରେ ଗୀତିକାର ଥିଲେ । ସେ ଅନେକ ଜଣାଶୁଣା ସମ୍ବଲପୁରୀ ଗୀତ ରଚନା କରିଥିଲେ ।

‘ଅସ୍ତରାଗ’ ଫିଲ୍ମର ‘ରାଧା ନାନୀ ଲହର ମଣି ରେ’ ରଚନା କରିଥିଲେ । ସେ ଅନେକଙ୍କୁ ଗୀତ ଗାଇବା ଏବଂ ଢୋଲ ବଜାଇବା ମଧ୍ୟ ଶିଖାଇଥିଲେ।

କୃପାସିନ୍ଧୁଙ୍କ ପୈତୃକ ଘର ଗୁରୁପରାର ତିମିନିରେ । କିଛି ବର୍ଷ ପୂର୍ବେ ସେ ଅଇଁଠାପାଲୀରେ ରହୁଥିଲେ । ସମ୍ବଲପୁର କମର୍ସିଆଲ ଟ୍ୟାକ୍ସ ଆସିସଷ୍ଟାଣ୍ଟ କମିଶନର ଅଫିସରୁ ମୁଖ୍ୟ କିରାଣୀ ଭାବେ ଅବସର ନେଇଥିଲେ ।

   Related Posts