Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ପଶ୍ଚିମବଙ୍ଗର ୪୪ଟି ସିଟ୍ ପାଇଁ ଆସନ୍ତାକାଲି ମତଦାନ : ମୈଦାନରେ ବାବୁଲ ସୁପ୍ରିୟୋ, ରାଜୀବ ବାନାର୍ଜୀ, ଶ୍ରାବନ୍ତୀ ଚାଟାର୍ଜୀଙ୍କ ଭଳି ହେଭିଓ୍ବେଟ୍‌

9/04/2021 at 9:49 PM

କୋଲକାତା ୦୯/୦୪ :  ପଶ୍ଚିମବଙ୍ଗରେ ଶନିବାର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି । ରାଜ୍ୟର ଅନେକ ହେଭିଓ୍ବେଟ୍‌ଙ୍କ ଭାଗ୍ୟ ସିଲ୍‌ ହେବାକୁ ଯାଉଛି । ଚତୁର୍ଥ ପର୍ଯ୍ୟାୟରେ ମୋଟ ୪୪ଟି ସିଟ୍ ପାଇଁ ମତଦାନ ଅନୁଷ୍ଠିତ ହେବ । ଗତ ୩ଟି ପର୍ଯ୍ୟାୟ ନିର୍ବାଚନ​‌ରେ ଅନେକ ସ୍ଥାନରେ ହିଂସାକାଣ୍ଡ ଘଟିଥିବା ବେଳେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନରେ ବିଜେପି ହେଭିଓ୍ବେଟ୍‌ ବାବୁଲ ସୁପ୍ରିୟୋ ଭାଗ୍ୟ ପରୀକ୍ଷା କରିବେ । ବାବୁଲ ସୁପ୍ରିୟୋ ବର୍ତ୍ତମାନର ବିଧାୟକ ଥିବା ଅରୂପ ବିଶ୍ବାସଙ୍କ ବିରୁଦ୍ଧରେ ନିର୍ବାଚନ ଲଢୁଛନ୍ତି । ଅନ୍ୟପଟେ ଟିଏମସି ମହାସଚିବ ପାର୍ଥ ଚାଟାର୍ଜୀ ୪ର୍ଥ ଥର ପାଇଁ ନିର୍ବାଚନ ଜିତିବା ପାଇଁ ପ୍ରୟାସ ଜାରି ରଖିଛନ୍ତି । ତାଙ୍କ ବିପକ୍ଷରେ ଅଛନ୍ତି ବିଜେପି ବିଧାୟିକା ପ୍ରାର୍ଥୀ ତଥା ଅଭିନେତ୍ରୀ ଶ୍ରାବନ୍ତୀ ଚାଟାର୍ଜୀ । ସେପଟେ ଟିଏମସି ଛାଡି ବିଜେପିରେ ସାମିଲ ହୋଇଥିବା ରାଜୀବ ବାନାର୍ଜୀଙ୍କ ଭାଗ୍ୟ ପରୀକ୍ଷା ହେବାକୁ ଯାଉଛି ।

   Related Posts