Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାର କଥା ହେବେ ପୁଟିନ୍ ଓ ବାଇଡେନ୍, ୟୁକ୍ରେନ ହେବ ମୁଖ୍ୟ ପ୍ରସଙ୍ଗ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୨କୁ ବୃଦ୍ଧି
  • ||
  • ମାଆର ସାହସ ଆଗରେ ହାରିଲା ବାଘ, ନିଜ ପୁଅକୁ ମୃତ୍ୟୁ ମୁଖରୁ ଛଡାଇ ଆଣିଲେ ମହିଳା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୭୯୬ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୮୯ କରୋନା ସଂକ୍ରମିତ, ୧୦୫୦୨୪୯ରେ ପହଞ୍ଚିଲା ସଂଖ୍ୟା
  • ||
  • ୟୁକ୍ରେନ ଉପରେ ଆକ୍ରମଣ କରିବ ଋଷ ! ପୁଟିନଙ୍କ ଦେଢ ଲକ୍ଷରୁ ଅଧିକ ସୈନ୍ୟ ଅଛନ୍ତି ପ୍ରସ୍ତୁତ
  • ||
  • ଜାନୁଆରୀ-ଫେବୃଆରୀ ମଧ୍ୟରେ ଭାରତରେ ଆସିବ ତୃତୀୟ ଲହର, ଓମିକ୍ରନ୍ ସାଜିବ ବାହକ : ଦାବି କଲେ ବିଶେଷଜ୍ଞ
  • ||
  • ଚାଲିଥିଲା ଧାନ ଚୋରା ଚାଲାଣ, ୨୨୦ ବସ୍ତା ଜବତ କଲା ଯୋଗାଣ ବିଭାଗ
  • ||
  • ଜଓ୍ୱାଦ ଦୁର୍ବଳ, ଟଳିଲା ବଡ ବିପଦ : ପୁରୀଠୁ ୨୭୦ କିମି ଦୂରରେ କେନ୍ଦ୍ରୀଭୂତ
  • ||
  • ଜଗତସିଂହପୁରରେ ଲଗାଣ ବର୍ଷା, ଧାନ ଫସଲ କ୍ଷତିଗ୍ରସ୍ତ
  • ||

କରୋନା ପ୍ରଭାବ: ପଶ୍ଚିମବଙ୍ଗରେ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ୍‌

7/06/2021 at 4:00 PM

କୋଲକାତା ୭/୬: କରୋନା କାଳରେ ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟକୂ ଦୃଷ୍ଟିରେ ରଖି ବିଭିନ୍ନ ପରୀକ୍ଷା ବାତିଲ କରୁଛନ୍ତି ସରକାର। ବହୁ ବିଚାର ବିମର୍ଶ ପରେ ସିବିଏସ୍‌ଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ବାତିଲ ହୋଇଥିଲା। ଏହା ସହ ରାଜ୍ୟ ସରକାରଙ୍କୁ ନିଜ ରାଜ୍ୟରେ ପରୀକ୍ଷାକୁ ନେଇ ନିଷ୍ପତ୍ତି ନେବାକୁ କୁହାଯାଇଥିଲେ। ପରେ ପରେ ଅନେକ ରାଜ୍ୟ ଏବେ ଦ୍ବାଦଶ ଶ୍ରେଣୀ  ପରୀକ୍ଷା ରଦ୍ଦ କରିଥିବା ବେଳେ ଅନ୍ୟ କିଛି ରାଜ୍ୟ ଏହା ଉପରେ ଚିନ୍ତା କରୁଛନ୍ତି।

ଏହାରି ଭିତରେ ପଞ୍ଚିମବଙ୍ଗ ସରକାର ରାଜ୍ୟରେ ଦଶମ ଏବଂ ଦ୍ବାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ କରିବାକୁ ଘୋଷଣା କରିଛନ୍ତି । ଓ୍ବେଷ୍ଟ ବେଙ୍ଗଲ୍‌ ବୋର୍ଡ ଅଫ ସେକେଣ୍ଡାରି ଏଜୁକେସନ୍‌ ପକ୍ଷରୁ ସୋମାବର ପ୍ରକଶ ପାଇଥିବା ବିଜ୍ଞପ୍ତି ଅନୁସାରେ କରୋନା ସଂକ୍ରମଣକୁ ନଜରରେ ରଖି ମାଧ୍ୟମିକ ଏବଂ ଉଚ୍ଚ ମାଧ୍ୟମିକ ପରୀକ୍ଷା ବାତିଲ କରାଯାଇଛି।  

   Related Posts