Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତା କାର୍ଯ୍ୟର ତଦାରଖ କଲେ ସାଂସଦ ମଞ୍ଜୁଲତା ମଣ୍ଡଳ, ପିଚୁ ଉଠିଯାଉଥିବା ନେଇ ହୋଇଥିଲା ଅଭିଯୋଗ
  • ||
  • ମୁନିଗୁଡା : ମାଲବାହୀ ଟ୍ରେନ୍‌ର ୪ଟି ବଗି ଲାଇନଚ୍ୟୁତ, ରାୟଗଡା-ଟିଟିଲାଗଡ ମଧ୍ୟରେ ରେଳ ଚଳାଚଳ ବାଧାପ୍ରାପ୍ତ
  • ||
  • ଭୁବନେଶ୍ବର : ପିପିଲି ଉପନିର୍ବାଚନ ପାଇଁ ପ୍ରତାପ ଦେବଙ୍କୁ ପର୍ଯ୍ୟବେକ୍ଷକ ଦାୟିତ୍ବ ଦେଲା ବିଜେଡି
  • ||
  • କୋରାପୁଟ : ଘାଟିରେ ସିରିଜ୍ ଦୁର୍ଘଟଣା, ତେଲ ଟ୍ୟାଙ୍କରକୁ ପିଟିଲା ଟ୍ରକ୍, ବ୍ରେକ୍ ଫେଲ୍ ହେବାରୁ ଟ୍ରକ୍କୁ ଧକ୍କାଦେଲା ପିକଅପ୍ ଭ୍ୟାନ୍
  • ||
  • ରାଉରକେଲା : ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର, ଶନିବାର ରାତିରୁ ଥିଲେ ନିଖୋଜ, ହତ୍ୟା ଅଭିଯୋଗ ଆଣିଲେ ପରିବାର
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୧୩ କୋଭିଡ୍ ପଜିଟିଭ୍‌, ୩୩୪୭୮୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜଗତସିଂହପୁର : ବ୍ୟାଙ୍କ୍ ଲୁଟ୍ ଉଦ୍ୟମ ପଣ୍ଡ, ଆଲମିରାରେ ନିଆଁ ଲାଗି ପୋଡିଗଲା ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର
  • ||
  • ଯାଜପୁର : ରାସ୍ତାକଡରୁ ରମାଦେବୀ ଛାତ୍ରୀଙ୍କ ମୃତଦେହ ମିଳିବା ଘଟଣାରେ ୨ ଅଭିଯୁକ୍ତକୁ ଚିହ୍ନଟ କଲା ପୋଲିସ
  • ||
  • ଆଠମଲ୍ଲିକ : ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ
  • ||
  • ସୋର : ଖେଳୁଥିବା ବେଳେ ୩ବର୍ଷର ଶିଶୁ ଉପରେ ମାଡିଗଲା ଟ୍ରକ୍, ଘଟଣାସ୍ଥଳରେ ମୃତ୍ୟୁ
  • ||

ଭାରତ-ୱେଷ୍ଟଇଣ୍ଡିଜ୍ ପ୍ରଥମ ଦିନିକିଆ ମ୍ୟାଚ୍ : ଟସ୍ ଜିତି ୱେଷ୍ଟଇଣ୍ଡିଜ୍‌ର ବୋଲିଂ ନିଷ୍ପତ୍ତି

15/12/2019 at 12:54 PM

ଚେନ୍ନାଇ୧୫।୧୨: ଚେନ୍ନାଇର ଏମ୍  ଏ ଚିଦାମ୍ବରମ୍ ଷ୍ଟାଡିୟମ୍ ରେ ଖେଳାଯିବ ଭାରତ-ୱେଷ୍ଟଇଣ୍ଡିଜ୍  ପ୍ରଥମ  ଦିବାରାତ୍ର ଦିନିକିଆ ମ୍ୟାଚ୍ ।  ପ୍ରଥମ ଦିନିକିଆ ମ୍ୟାଚ୍‌ରେ ୱେଷ୍ଟଇଣ୍ଡିଜ୍ ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଟ୍ବେଣ୍ଟି-୨୦ ଶୃଙ୍ଖଳାକୁ ୨-୧ରେ ଜିତିଥିବା ଭାରତୀୟ କ୍ରିକେଟ୍ ଦଳ  ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ତାର ଦିନିକିଆ ଅଭିଯାନ ଆରମ୍ଭ କରିବ । ଉଭୟ ଦଳ ମଧ୍ୟରେ ଖେଳା ଯିବ ତିନିଟି  ମ୍ୟାଚ୍ ।  ଘରୋଇ ପରିବେଶ ସହ ଗତ କିଛି ବର୍ଷର ପ୍ରଦର୍ଶନକୁ ଦୃଷ୍ଟିରେ ରଖିଲେ ଏହି ଶୃଙ୍ଖଳାରେ ମଧ୍ୟ ଭାରତର ପଲ୍ଲା ଭାବେ ଭାରି ରହିବବୋଲି ଆଶା କରାଯାଉଛି ।

ଭାରତୀୟ ଟିମ୍- ରୋହିତ ଶର୍ମା, କେ.ଏଲ୍. ରାହୁଲ, ବିରାଟ କୋହଲି (ଅଧିନାୟକ), ଶ୍ରେୟସ ଆୟର, ରିଷବ ପନ୍ତ, କେଦାର ଯାଦବ, ଶିଭନ ଦୁବେ, ରବିନ୍ଦ୍ର ଜାଡେଜା, କୁଲଦୀପ ଯାଦବ, ଦୀପକ ଚହର, ମହମ୍ମଦ ସାମି ।

   Related Posts